ମିଶନଶକ୍ତିର ଦାବି ପୂରଣ କଲେ ରାଜ୍ୟ ସରକାର
ଗ୍ରାମ ପଞ୍ଚାୟତ ସ୍ତରରେ କାର୍ୟ୍ୟ କରୁଥିବା ମିଶନ ଶକ୍ତି କର୍ମୀଙ୍କ ଦାବି ପୂରଣ କରିବେ ରାଜ୍ୟ ସରକାର । ୬ଟି କ୍ୟାଡରର ୧୨ ଜଣିଆ ପ୍ରତିନିଧି ଦଳ ମିଶନ ଶକ୍ତି ସଚିବଙ୍କ ସହ ଆଲୋଚନା କରିଛନ୍ତି । ଆଲୋଚନା ସଫଳ ହୋଇଥିବା ସଂଘ ତରଫରୁ କୁହାଯାଇଛି । ପାଣି ମିତ୍ର, କୃଷି ମିତ୍ର, ବ୍ୟାଙ୍କ ମିତ୍ର!-->…
