Odia News Portal
Browsing Tag

latest odia news

ଚାଷୀଙ୍କ ହକ୍ ପାଇଁ ରାସ୍ତାରେ ବିଜେଡି

ଚାଷୀଙ୍କ ବିରୋଧରେ କେନ୍ଦ୍ର କରିଛି ଷଡ଼ଯନ୍ତ୍ର । କେନ୍ଦ୍ର ସରକାରଙ୍କ ଚାଷୀ ମାରଣ ନୀତି ବିରୋଧରେ ଆରପାର ଲଢେଇ କରୁଛି ବିଜେଡି । ଆଜି ରାଜ୍ୟର ସମସ୍ତ ପଞ୍ଚାୟତରେ ବିଜେଡି ଚାଷୀଙ୍କ ସ୍ବାର୍ଥ ପାଇଁ ଆନ୍ଦୋଳନ କରିବ । ଗାଁ ଗାଁରେ କେନ୍ଦ୍ରକୁ ହକ୍ ମାଗିବେ ଚାଷୀ । କେନ୍ଦ୍ର ବଜେଟରେ ଧାନ

ଆଜିଠୁ CBSE ଦଶମ ଓ ଦ୍ୱାଦଶ ପରୀକ୍ଷା

ଆଜିଠୁ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା। ଦେଶରେ ପ୍ରାୟ ୧୭ ଲକ୍ଷ ଛାତ୍ରଛାତ୍ରୀ ଦେଉଛନ୍ତି ଦ୍ୱାଦଶ ପରୀକ୍ଷା। ଦଶମ ପରୀକ୍ଷା ଦେଉଛନ୍ତି ପ୍ରାୟ ୨୨ ଲକ୍ଷ ଛାତ୍ରଛାତ୍ରୀ। ଉଭୟ ପରୀକ୍ଷା ସକାଳ ୧୦ଟ ୩୦ରୁ ଆରମ୍ଭ ହେବ। ପରୀକ୍ଷା କେନ୍ଦ୍ର ଗୁଡ଼ିକରେ କଟକଣା କଡ଼ାକଡ଼ି

ମୌନରେ ଗୋପାଳ: ଚୌଦ୍ୱାର ଜେଲରେ କାଟିଲା ପ୍ରଥମ ରାତି

ବଦଳିଲା ଗୋପାଳର ଠିକଣା । ନବ ଦାସଙ୍କ ହତ୍ୟା ଅଭିଯୁକ୍ତର ନୂଆ ଠିକଣା ଚୌଦ୍ୱାର ସର୍କଲ ଜେଲ୍‌ । ହାଇସିକ୍ୟୁରିଟି ୩ ନମ୍ବର ସେଲରେ ଅଛି ଗୋପାଳ । ସେଲରେ କେବଳ ସେ ଏକୁଟିଆ ରହୁଛି । ଚୌଦ୍ୱାର ଜେଲରେ ପ୍ରଥମ ରାତି କାଟିଛି । ସ୍ଥାନାନ୍ତର ନେଇ କୋର୍ଟଙ୍କ ଅନୁମତି ପରେ ଗତକାଲି ତାକୁ କଡ଼ା

ଆଜି ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କ ସମ୍ମିଳନୀର ଦ୍ୱିତୀୟ ଦିନ, ୯ଟି ବିଷୟ ଉପରେ ହେବ ଚର୍ଚ୍ଚା

ଆଜି ବରିଷ୍ଠ ଆଇଏଏସ୍‌ ଅଧିକାରୀଙ୍କ ସମ୍ମିଳନୀର ଦ୍ୱିତୀୟ ଦିନ । କୋଣାର୍କ ଇକୋ ରିଟ୍ରିଟରେ ଦ୍ୱିତୀୟ ଦିନ ଆଲୋଚନା କରାଯିବ । ଆଜି ୯ଟି ବିଷୟରେ ହେବ ଚର୍ଚ୍ଚା । ଓଡ଼ିଶା ଅର୍ଥନୀତିକୁ ଗତିଶୀଳ କରୁଛି ଷ୍ଟାର୍ଟଅପ୍‌ ଓ ଏମ୍‌ଏସ୍‌ଏମଇ, ଭିଜନ ଅଫ ନ୍ୟୁ ଓଡ଼ିଶା- ଦ ଡ୍ରିମ୍‌ ଅଫ ଦ ଜେନ୍‌ ଏକ୍ସ,

ରାଜଧାନୀରେ ହେବ ନୀରବଚ୍ଛିନ୍ନ ଜଳଯୋଗାଣ ବ୍ୟବସ୍ଥା: ମୁଖ୍ୟମନ୍ତ୍ରୀ

ରାଜଧାନୀରେ ପୂରଣ ହୋଇଛି ଜଳ ବିଶୋଧନାଗାରର କ୍ଷମତା । ପାନୀୟ ଜଳର ଚାହିଦା ମେଣ୍ଟାଇବା ପାଇଁ ଜଳ ବିଶୋଧନାଗାରର କ୍ଷମତା ବୃଦ୍ଧି ହେବା ନିହାତି ଆବଶ୍ୟକ । ଏହାକୁ ଉପଲବ୍ଧି କରିବା ପରେ ଭୁବନେଶ୍ୱରକୁ ନୀରବଚ୍ଛନ୍ନ ଜଳଯୋଗାଣ ବ୍ୟବସ୍ଥାର ଉନ୍ନତୀକରଣ ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି ।

ସୋଆରେ କେନ୍ଦ୍ର ବଜେଟକୁ ନେଇ ଆଲୋଚନାଚକ୍ର ଆୟୋଜିତ

ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ବିଜନେସ୍ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍ (ଆଇବିସିଏସ୍‌) ଠାରେ କେନ୍ଦ୍ର ବଜେଟକୁ ନେଇ ସୋମବାର ଏକ ଆଲୋଚନାଚକ୍ର ଆୟୋଜିତ ହୋଇଯାଇଛି । ଦୈନିକ ଇଂରାଜୀ ସମ୍ବାଦପତ୍ର ବିଜନେସ୍ ଷ୍ଟାଣ୍ଡାର୍ଡ ଓ ଆଇବିସିଏସ ର ମିଳିତ ଆନୁକୂଲ୍ୟରେ

ଦୁଇ ଦିନିଆ ଆଇଏଏସ ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଆଜିଠୁ ଆରମ୍ଭ ହୋଇଛି ଦୁଇ ଦିନିଆ ଆଇଏଏସ ସମ୍ମିଳନୀ। ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଇଏଏସ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ ନୂତନ ସଶକ୍ତ ଓଡ଼ିଶା ଗଠନ ଦିଗରେ କାମ କରିବାକୁ ଆହ୍ବାନ ଦେଇଛନ୍ତି। ନୂଆ ଏବଂ ସଶକ୍ତ ଓଡ଼ିଶା ଗଠନ

ବାସ୍ତବ ପ୍ରସଙ୍ଗରୁ ନଜର ହଟାଇବାକୁ ବିଜେପିର ଆନ୍ଦୋଳନ: ବିଜେଡି

ଓଡିଶା ବିଜେପିର ଏହି ଆନ୍ଦୋଳନ କେବଳ ଓଡିଶାର ବାସ୍ତବ ପ୍ରସଙ୍ଗରୁ ଲୋକଙ୍କ ନଜର ହଟାଇବାକୁ ଆଉ ଏକ ଦୁର୍ବଳ ପ୍ରୟାସ ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଗୌତମ ବୁଦ୍ଧ ଦାଶ ।ବିଜେପି ସାମ୍ବାଦିକ ସମ୍ମିଳନୀର ଜବାବ ଦେଇ ଶ୍ରୀ ଦାଶ କହିଛନ୍ତି ଯେ କେନ୍ଦ୍ର ଦ୍ୱାରା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ

 ଟିମ୍ ଇଣ୍ଡିଆରେ ରାଜନୀତିର ଶିକାର ହେଲେ ଏହି ଖେଳାଳି

ଭାରତୀୟ କ୍ରିକେଟ ଦଳ ରେ ଏପରି  ଜଣେ ଭାଗ୍ୟହୀନ କ୍ରିକେଟର ଅଛନ୍ତି, ଯିଏକି ଟିମ୍ ଇଣ୍ଡିଆ ପାଇଁ ଭଲ ପ୍ରଦର୍ଶନ ସତ୍ତ୍ୱେ ତାଙ୍କୁ ସୁଯୋଗ ଦିଆଯାଉ ନାହିଁ । ଏହି କ୍ରିକେଟର ଟିମ୍ ଇଣ୍ଡିଆରେ ରାଜନୀତିର ଶିକାର ହୋଇଛନ୍ତି । ଆଜିକାଲି ଅଷ୍ଟ୍ରେଲିଆ ବିପକ୍ଷ ୪ ମ୍ୟାଚ୍ ବିଶିଷ୍ଟ ବର୍ଡର-ଗାଭାସ୍କର

 ସର୍ବବୃହତ କଙ୍କଡା ଭାବେ ସ୍ଥାନ ପାଇଛି ​​ଗିନିଜ୍ ୱାର୍ଲ୍ଡ ରେକର୍ଡସରେ

ସୋସିଆଲ୍ ମିଡିଆରେ ଭାଇରାଲ୍ ଭିଡିଓ କିମ୍ବା ଫଟୋ ଉପରେ ସବୁବେଳେ ସଭିଏଁ ନଜର ରଖିଥାନ୍ତି। ପ୍ରତିଦିନ କିଛି ନା କିଛି ଅଦ୍ଭୁତ ଜିନିଷ ନଜରକୁ ଆସିଥାଏ। ଯାହାକୁ ସହଜରେ ବିଶ୍ବାସ କରିବା ଅସମ୍ଭବ ହୋଇପଡେ। ଏମିତି ଅବିଶ୍ବନୀୟ ଭିଡିଓ କିମ୍ବା ଫଟୋ ପବନ ବେଗରେ ଦେଖୁ ଦେଖୁ ଭାଇରାଲ ହେଇଯାଇଥାଏ।