କର୍ତ୍ତବ୍ୟରେ ଅବହେଳା ପାଇଁ ବସ୍ତା ଥାନା ଅଧିକାରୀ ନିଲମ୍ବିତ
କର୍ତ୍ତବ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଅବକାରୀ ଥାନା ଅଧିକାରୀ। ବାଲେଶ୍ବର ଜିଲ୍ଲା ବସ୍ତା ଅବକାରୀ ଥାନା ଅଧିକାରୀ ଭଗବାନ ମହାନନ୍ଦିଆଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବନ କରାଯାଇଛି । ପୂର୍ବରୁ ଭଗବାନ ଏକ ଅଫିମ ଜବତ ଘଟଣାରେ ଅଭିଯୁକ୍ତକୁ ହେରଫେର କରି ପୁଣି ଗିରଫ ଘଟଣାରେ!-->…
