Odia News Portal
Browsing Tag

latest odia news

ଟିମ୍ ଇଣ୍ଡିଆକୁ ଲାଗିଲା ଝଟକା, ବଲ୍ ଟାମ୍ପରିଂ ଅଭିଯୋଗ ରେ ଜାଡେଜାଙ୍କୁ ଲାଗିଲା ଜୋରିମାନା

ଭାରତ ନାଗପୁର ଟେଷ୍ଟ ମ୍ୟାଚକୁ ଇନିଂସ ବିଜୟ ସହ ୧୩୨ ରନରେ ଜିତି ନେଇଛି । ଟିମ୍ ଇଣ୍ଡିଆର ଫ୍ୟାନ୍ସ ବିଜୟ ଉତ୍ସବ ମନାଉଥିବା ବେଳେ ଆଇସିସି ଏକ ନିରାଶ ଭଳି ଖବର ଦେଇଛି । ଆଇସିସି ଭାରତୀୟ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ଉପରେ ୨୫ ପ୍ରତିଶତ ମ୍ୟାଚ୍ ଫି ଜରିମାନା ଲଗାଇଛି । ଆଇସିସି

ମହିଳା ବିଶ୍ୱକପ ଟି -୨୦ : ଭାରତ ପାକିସ୍ତାନ ମୁକାବିଲାରେ ଖେଳିବେନି ଆହାତ ମନ୍ଧାନା

ଦକ୍ଷିଣ ଆଫ୍ରିକାରେ ଚାଲିଥିବା ମହିଳା ଟ୍ବେଣ୍ଟି-୨୦ ବିଶ୍ବକପ୍ରେ ରବିବାର ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ଏହି ମ୍ୟାଚ୍ ଖେଳି ବିଶ୍ବକପ୍ ଅଭିଯାନ ଆରମ୍ଭ କରିବେ। ଆଇସିସି ଟ୍ରଫି ଜିତିବା ପାଇଁ ଦୀର୍ଘ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇବା

ଆସନ୍ତା ୧୯ରେ ପଦ୍ମପୁର ଯିବେ ମୁଖ୍ୟମନ୍ତ୍ରୀ

ଆସନ୍ତା ୧୪ ଓ ୧୫ ତାରିଖରେ ରାଜ୍ୟର ବରିଷ୍ଠ ଅଧିକାରୀମାନଙ୍କ ସମ୍ମିଳନୀ ଆୟୋଜିତ ହେବ । ୧୯ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଦ୍ମପୁର ଯିବେ ବୋଲି ସୂଚନା ମିଳିଛି । ପଦ୍ମପୁର ଉପନିର୍ବାଚନ ବେଳେ ଦିଆଯାଇଥିବା ବିଭିନ୍ନ ପ୍ରତିଶ୍ରୁତି ପାଳନ କରିବା ଦିଗରେ ପଦକ୍ଷେପ ନିଆଯିବ । ବିଶେଷ

ଛତିଶଗଡ଼ର ନୂଆ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ

ଭାରତର ମାନ୍ୟବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୧୨ଟି ନୂଆ ରାଜ୍ୟପାଳ ନିଯୁକ୍ତ କରିଛନ୍ତି ।ଏହି ପରିପ୍ରେକ୍ଷୀରେ ଆନ୍ଧ୍ରପ୍ରଦେଶରୁ ବଦଳି ଛତିଶଗଡ ରାଜ୍ୟପାଳ ହେଲେ ବିଶ୍ୱଭୂଷଣ ହରିଚନ୍ଦନ ।୨୦୧୯ ଜୁଲାଇ ୧୬ ତାରିଖରେ ବିଶ୍ବଭୂଷଣ ହରିଚନ୍ଦନଙ୍କୁ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ଭାବେ ନିଯୁକ୍ତି

କେନ୍ଦୁଝର ଧରଣୀଧର କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ 

କେନ୍ଦୁଝରର ପୁରାତନ ଧରଣୀଧର ମହାବିଦ୍ୟାଳୟକୁ ମିଳିଛି ବିଶ୍ଵବିଦ୍ୟାଳୟର ମାନ୍ୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜରିଆରେ ଏହି ଘୋଷଣା କରିଛନ୍ତି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବି ବିଜ୍ଞପ୍ତି ଜାରି ହୋଇଛି। କେନ୍ଦୁଝରର ଗସ୍ତ ପୂର୍ବରୁ ମୁଖ୍ୟମନ୍ତ୍ରୀ ଧରଣୀଧର

ତୁର୍କୀ-ସିରିୟା ଭୂମିକମ୍ପ : ୫୦ ହଜାର ଟପିପାରେ ମୃତ୍ୟୁସଂଖ୍ୟା:

ତୁର୍କୀ - ସିରିୟାରେ ସୃଷ୍ଟି ହୋଇଥିବା ଶକ୍ତିଶାଳୀ ଭୂମିକମ୍ପ ପ୍ରଭାବରେ ମୃତ୍ୟୁସଂଖ୍ୟା ୫୦ ହଜାର ଟପିଯାଇପାରେ ବୋଲି ଜାତିସଂଘ ରିଲିଫ୍ ମୁଖ୍ୟ ମାର୍ଟିନ୍ ଗ୍ରିଫିଥ୍ସ୍ ‘ସ୍କାଏ ନିଉଜ୍’କୁ କହିଛନ୍ତି।ଭୂମିକମ୍ପର ଉତ୍ପତ୍ତିସ୍ଥଳ ତୁର୍କୀର ଦକ୍ଷିଣାଞ୍ଚଳ ନଗରୀ କାହ୍ରାମାନମାରାସ୍ରେ ପହଞ୍ଚିବା

ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ପାଶ୍ୱର୍ରେ ବଡ ଫାଟ ପାଲଟିଛି ଚିନ୍ତାର କାରଣ

ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ପାଶ୍ୱର୍ରେ ବଡ ବଡ ଫାଟ ଚିନ୍ତାର କାରଣ ପାଲଟିଛି । ପଥର ସନ୍ଧିରେ ଫାଟ ଏତେ ବଡ ହୋଇଛି ଯେ, ସେଥିରେ ସରୀସୃପ ବାସ କରୁଥିବା ଆଶଙ୍କା କରାଯାଉଛି । କେବଳ ଫାଟ ନୁହେଁ ଯେଉଁ ପ୍ରାଚୀନ ମୂର୍ତି ଲାଗିଛି, ତାହା ବି ଭାଙ୍ଗି ଝଡିପଡିଲାଣି । ହେଲେ ଏଥିପ୍ରତି

ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ

କଟକରୁ ଧରାପଡିଥିବା ଆତଙ୍କବାଦୀ ଅବଦୁର ରେହମାନ ଦୋଷୀ ସାବ୍ୟସ୍ତ । ଆତଙ୍କବାଦୀ ଷଡଯନ୍ତ୍ରରେ ଲିପ୍ତ ଥିବା ଅଭିଯୋଗରେ ରେହମାନକୁ ଦୋଷୀ ସାବ୍ୟସ୍ତ କରିଛନ୍ତି ଦିଲ୍ଲୀର ପଟିଆଲା ହାଉସ କୋର୍ଟ । ଦିଲ୍ଲୀ ପୋଲିସର ସୂଚନା ଅନୁସାରେ, କଟକରୁ ଗିରଫ ହୋଇଥିବା ଅବଦୁର ରେହମାନ ବେଆଇନ୍ ଭାବେ ପାକିସ୍ତାନ

୧୩ରେ କ୍ୟାବିନେଟ୍, ୧୫ଟି ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଆସନ୍ତା ୧୩ ତାରିଖରେ (ସୋମବାର) ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ। ଏହାସହ ରାଜ୍ୟ ମନ୍ତ୍ରିପରିଷଦର ବୈଠକ ମଧ୍ୟ ବସିବ ବୋଲି ଜଣାପଡ଼ିଛି। ଫେବ୍ରୁଆରି ୨୧ରୁ ବିଧାନସଭାରେ ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଥିବାବେଳେ ଏହା ପୂର୍ବରୁ ବଜେଟ୍‌ ଚିଠା ପ୍ରସ୍ତାବକୁ ଅନୁମୋଦନ କରିବା

ଏହି ବ୍ୟକ୍ତି  ନିଜ ପରିସ୍ରା ପିଇ ବଞ୍ଚାଇଲେ ଜୀବନ

ତୁର୍କୀ ଏବଂ ସିରିଆରେ ୨୫ ହଜାରରୁ ଅଧିକା ଲୋକଙ୍କ ଜୀବନ ନେଇ ସାରିଲାଣି । ମୃତ୍ୟୁ ସଂଖ୍ୟା ଦିନକୁ ଦିନ କ୍ରମଶଃ ବଢିବାରେ ଲାଗିଛି । ଏହା ସହ ଲୋକମାନେ ମଧ୍ୟ ବହୁତ କଷ୍ଟରେ ତାଙ୍କ ଜୀବନ ଅତିବାହିତ କରୁଛନ୍ତି । ସୂଚନା ମୁତାବକ, ଦିନକୁ ଦିନ ଏହି ଭୂକମ୍ପର ଭୟାନକ ଦୃଶ୍ୟ ସାମ୍ନାକୁ ଆସୁଛି