ଗୋପାଳ ଦାସ ବାବଦରେ ସାମ୍ନା କୁ ଆସିଛି ନୂଆ ତଥ୍ୟ: ଗୋପାଳ ସାର୍ପ ସୁଟର
ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସ ବାବଦରେ କ୍ରାଇମବ୍ରାଞ୍ଚ ଦିନକୁ ଦିନ ନୂଆ ନୂଆ ତଥ୍ୟର ସାମ୍ନା କରୁଛି । ଗୋପାଳ ସାର୍ପ ସୁଟର ଥିବା କ୍ରାଇମବ୍ରାଞ୍ଚ ଜାଣିବାକୁ ପାଇଛି । ତେଣୁ ମନ୍ତ୍ରୀଙ୍କୁ ସଠିକ୍ ଗୁଳିମାଡ଼ କରି ଜୀବନ ନେଇଯାଇଥିଲା ଗୋପାଳ ।!-->…
