ଫେରିଲା ଗୋପାଳ, ଖାଲି ରିପୋର୍ଟ କୁ ଅପେକ୍ଷା
ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ଅଭିଯୁକ୍ତ ଗୋପାଳ ଦାସର ନାର୍କୋ ଟେଷ୍ଟ ଓ ପଲିଗ୍ରାଫ ଟେଷ୍ଟ ଗୁଜରାଟର ଗାନ୍ଧିନଗରଠାରେ ଶେଷ ହେବା ପରେ ରବିବାର ଝାରସୁଗୁଡ଼ା ପ୍ରତ୍ୟାବର୍ତ୍ତନ କରିଛି । ରବିବାର ସନ୍ଧ୍ୟାରେ ଗାନ୍ଧିନଗରରୁ ଛତିଶଗଡ଼ର ରାୟପୁରକୁ ବିମାନ ଯୋଗେ!-->…
