Odia News Portal
Browsing Tag

latest odia news

ଏସଟିଏଫ କବଜାରେ ବ୍ରାଉନସୁଗର ବେପାରୀ

ଏସଟିଏଫ କବଜାରେ ବ୍ରାଉନସୁଗର ବେପାରୀ | ଆସାମ ପୁଲିସ ସହାୟତାରେ ଗୌହାଟୀରୁ ଏହି ବେପାରୀକୁ ଧରିଛି କ୍ରାଇମବ୍ରାଞ୍ଚ ଏସଟିଏଫ | ଅଭିଯୁକ୍ତର ନାଁ ସଲିମ ଅହମ୍ମଦ ହୋଇଥିବାବେଳେ ସେ ଆସାମର ଗୌହାଟୀରେ ରହୁଥିଲା | ଅଭିଯୁକ୍ତଠାରୁ ୧ କେଜି ୩୩୫ ଗ୍ରାମ ବ୍ରାଉନସୁଗର ଜବତ କରାଯାଇଛି |

ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ହାଇକୋର୍ଟ, ଚିତ୍ରା ରାମକୃଷ୍ଣଙ୍କୁ ଜାମିନ ପ୍ରଦାନ କରିଛନ୍ତି

ନ୍ୟାସନାଲ ଷ୍ଟକ୍ ଏକ୍ସଚେଞ୍ଜର ପୂର୍ବତନ ସିଇଓ ତଥା କାର୍ୟ୍ୟକାରୀ ଅଧିକାରୀ ଚିତ୍ରା ରାମକୃଷ୍ଣଙ୍କୁ ମିଳାଲା ଜାମିନ। ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ଚିତ୍ରାଙ୍କ ଦିଲ୍ଲୀ ହାଇକୋର୍ଟ ଜାମିନ ମଞ୍ଜୁର କରିଛନ୍ତି। ଏହାପୂର୍ବରୁ ତାଙ୍କୁ ଏନ୍ଏସ୍ଇ କର୍ମଚାରୀଙ୍କ ଫୋନ୍ ଟ୍ୟାପିଂ ମାମଲାରେ

ମନ ଖୋଲି ହସିଲେ ଗୋପାଳ ଦାସ

ନବ ଦାସ ହତ୍ୟାକାଣ୍ଡ ଅଭିଯୁକ୍ତଙ୍କ ଅଜବ କାରନାମା। ଅଭିଯୁକ୍ତ ଗୋପାଳ ଦାସଙ୍କ ଆଚରଣକୁ ନେଇ ଚର୍ଚ୍ଚା। ନିଜ ଖବର ପଢ଼ି ହସିଲେ ଗୋପାଳ ଦାସ। ଝାରସୁଗୁଡ଼ା ବିମାନ ବନ୍ଦରରେ ଦେଖିବାକୁ ମିଳିଲା ଏଭଳି ଦୃଶ୍ୟ। ନ୍ୟୁଜ ୧୮ କ୍ୟାମେରାରେ କଏଦ ହୋଇଛି ଏହି EXCLUSIVE ଭିଜୁଆଲ। ଭଲ କରି ଦେଖନ୍ତୁ,

ସୁପରଷ୍ଟାର ଶ୍ରୀଦେବୀଙ୍କ ଅଫିସିଆଲ୍ ଜୀବନୀ ପ୍ରକାଶ କରିବ ୱେଷ୍ଟଲ୍ୟାଣ୍ଡ ବୁକ୍

ଲାଇଫ୍ ଅଫ୍ କିମ୍ବଦନ୍ତୀ, ଏହି ପୁସ୍ତକ ଅଭିନେତ୍ରୀଙ୍କର ସମ୍ପୂର୍ଣ୍ଣ ଜୀବନ ଚିତ୍ର ଆଙ୍କିଛି, ଯିଏ କି ୮୦ ଦଶକ ଏବଂ ୯୦ ଦଶକରେ ସିନେମା ଜଗତର ହାଓା୍ୱ ହାଓା୍ୱଇ ଗର୍ଲ ଭାବେ ସାରା ଭାରତର ହୃଦୟରେ ରାଜ କରିଥିଲେ । ଏହା ଡେବ୍ୟୁଟାଣ୍ଟ ଲେଖକ ଧୀରଜ କୁମାରଙ୍କ ଦ୍ୱାରା ଲିଖିତ ଏବଂ ଚଳିତ ବର୍ଷ

ଟ୍ୱିଟରର ନୂଆ ନିୟମ : ୟୁଜର୍ସ ଦେବେ ସର୍ଭିସ ଚାର୍ଜ

ଏଣିକି ଟ୍ୱିଟର ପାଇଁ ଗଣିବାକୁ ପଡ଼ିବ ଟଙ୍କା। ଟ୍ୱିଟରର ବ୍ଲୁ -ଟିକ୍ ପାଇଁ ୟୁଜର୍ସ ମାସକୁ ମାସ ନିଜ ପକେଟ୍ରୁ ଖର୍ଚ୍ଚ କରିବେ। ଭାରତରେ ମାଇକ୍ରୋ ବ୍ଲଗିଂ ଫ୍ଲାଟଫର୍ମ ଟ୍ୱିଟର ତା'ର ବ୍ଲୁ ଟିକ୍ ପାଇଁ ସବ୍‌ସ୍କ୍ରିପସନ ସେବା ଆରମ୍ଭ କରିଦେଇଛି। ପୂର୍ବରୁ ବ୍ଲୁ ଟିକ୍ ପାଇଥିବା ୟୁଜର୍ସଙ୍କୁ

କାହିଁକି ଚାହୁନି ଆମେରିକା ଚିନ୍ ସହ ବିବାଦ?

ଯୁକ୍ତରାଷ୍ଟ୍ର ଆମେରିକା ଚୀନ୍ ସହିତ ବିବାଦ କରିବା ପାଇଁ ଚାହେଁନି ବୋଲି ବୁଧବାର ଦିନ ରାଷ୍ଟ୍ରପତି ଜୋ ବାଇଡେନ୍ କହିଛନ୍ତି।ଯୁକ୍ତରାଷ୍ଟ୍ର ଆମେରିକା ଆକାଶରେ ଉଡୁଥିବା ଚୀନା ‘ସ୍ପାଏ ବେଲୁନ୍’କୁ ଗତ ସପ୍ତାହରେ କ୍ଷେପଣାସ୍ତ୍ର ପ୍ରୟୋଗ କରି ନଷ୍ଟ କରିଦିଆଯିବା କାରଣରୁ ଉପୁଜି ଥିବା

ପିଣ୍ଟୁ ନନ୍ଦଙ୍କୁ ଲିଭର୍ ଡୋନେଟ୍ କରିବେ ଭଉଣୀ

ଦୁନିଆ ସାଥ ଛାଡ଼ି ଦେଲେ ବି ଯଦି ଆପଣଙ୍କ ସାଥୀରେ ଆପଣଙ୍କ ପରିବାର ଅଛି ତେବେ ଆପଣ ସବୁ ସମସ୍ୟାର ସାମ୍ନା କରିବ, ଏମିତି କିଛି ଦେଖିବାକୁ ମିଳୁଛି । କଥାଟି ହେଲା ଯେ ଲିଭର ସିରୋସିସ୍ ରୋଗରେ ଆକ୍ରାନ୍ତ ଥିବା ଓଲିଉଡ ଚର୍ଚ୍ଚିତ ଅଭିନେତା ପିଣ୍ଟୁ ନନ୍ଦଙ୍କୁ ନେଇ ସାମ୍ନାକୁ ଆସିଛି ବଡ଼

ନବ ଦାସ ହତ୍ୟା ଅଭିଯୁକ୍ତ ଗୋପାଳଙ୍କୁ ଆଉ ୫ ଦିନ କ୍ରାଇମବ୍ରାଞ୍ଚ ରିମାଣ୍ଡ

ନବ ଦାସ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଆଉ ୫ ଦିନ ରିମାଣ୍ଡରେ ନେବା ପାଇଁ କ୍ରାଇମବ୍ରାଞ୍ଚକୁ ଅନୁମତି ଦେଇଛନ୍ତି କୋର୍ଟ । ଅଭିଯୁକ୍ତ ଗୋପାଳଙ୍କୁ ପୁଣି ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଥିଲା କ୍ରାଇମବ୍ରାଞ୍ଚ । ତେବେ ୫ ଦିନିଆ ରିମାଣ୍ଡ ସହ ଗୋପାଳର ନାର୍କୋଟେଷ୍ଟ

ଟେଷ୍ଟ ରିପୋର୍ଟକୁ ଅପେକ୍ଷା: ଜେପି ଦାସ

ଝାରସୁଗୁଡାରେ ତଦନ୍ତ ତଦାରଖ ପରେ ଜଷ୍‌ଟିସ ଜେପି ଗଣମାଧ୍ୟମ ଆଗରେ ନିଜ ମନ୍ତବ୍ୟ ରଖିଛନ୍ତି । ଗୋପାଳର ସାଇକୋ ଆନାଲିସିସ୍ ଟେଷ୍ଟ ରିପୋର୍ଟକୁ ଅପେକ୍ଷା । ଟେଷ୍ଟ ରିପୋର୍ଟ ଆସିଲେ ପରବର୍ତ୍ତୀ କାର୍ଯ୍ୟପନ୍ଥା ଗ୍ରହଣ କରାଯିବ । ଗୋପଳକୁ ପଚରାଉଚରା କଲେ କି ପ୍ରଶ୍ନରେ ଜଷ୍ଟିସ ଦାସ କହିଛନ୍‌ତି

ନବ ଦାସ ହତ୍ୟା ମାମଲା,ତଦନ୍ତକୁ ସମୟ ଲାଗିବ:ଡିଜିପି ସୁନୀଲ ବଂଶଲ

ନବ ଦାସଙ୍କ ହତ୍ୟା ମାମଲାରେ ତଦନ୍ତ ଅନୁଧ୍ୟାନ ପରେ ଡିଜିପି ଗଣମାଧ୍ୟମ ଆଗରେ ନିଜର ପ୍ରତିକ୍ରିୟା ରଖିଛନ୍ତି । ତଦନ୍ତକୁ ଆଉ ଟିକେ ସମୟ ଲାଗିବ ବୋଲି କହିଛନ୍ତି ଡିଜିପି ସୁନୀଲ ବଂଶଲ । ଗୋପାଳର ରିମାଣ୍‌ଡ ଅବଧି ବଢାଇବାକୁ କୋର୍ଟରେ ଆବେଦନ ହେବ । ତଦନ୍ତ କାଳରେ ସବୁ ଆଙ୍ଗଲକୁ ଆମେ ଦୃଷ୍ଟି