Odia News Portal
Browsing Tag

latest odia news

ନବ ଦାସ ହତ୍ୟା ମାମଲା: ଗୋପାଳର ହେବ ନାର୍କୋ ଟେଷ୍ଟ

ପୁଣି ୫ ଦିନ ରିମାଣ୍ଡରେ ଯିବ ନବ ଦାସଙ୍କ ହତ୍ୟାକାରୀ ଗୋପାଳ । ତୃତୀୟ ଦଫାରେ ୫ ଦିନ ରିମାଣ୍ଡରେ ନେବାକୁ ଅନୁମତି ଦିଆଯାଇଛି । ନାର୍କୋ ଟେଷ୍ଟ ଓ ପଲିଗ୍ରାଫ ଟେଷ୍ଟ ପାଇଁ ମଧ୍ୟ ଅନୁମତି ଦିଆଯାଇଛି । ଉଭୟ ଟେଷ୍ଟ ପାଇଁ ସହମତ ଥିବା କୋର୍ଟରେ କହିଲା ଗୋପାଳ । ୫ ଦିନ ରିମାଣ୍ଡ ଓ ଟେଷ୍ଟ ଅନୁମତି

ନବୀନଙ୍କ ‘ଅମୂଲ୍ୟ’ ଦାନ ବଢାଇଛି ଓଡିଶାର ଗୌରବ

ଭୁବନଶ୍ୱେର: ଅମ୍ଲଜାନ ସଙ୍କଟକୁ ନେଇ ଏବେ ସାରା ଦେଶରେ ଚାଲିଛି ରାଜନୈତିକ ବାକବିତଣ୍ଡା । ବିଭିନ୍ନ ରାଜ୍ୟ ଓ କେନ୍ଦ୍ର ସରକାର କୋର୍ଟ କଚେରୀରେ ପରସ୍ପର ଉପରେ ଦୋଷ ଲଦାଲଦି ହେଉଛନ୍ତି । ଏପରିକି ବିଭିନ୍ନ ହାଇକୋର୍ଟ ଓ ସୁପ୍ରିମକୋର୍ଟ ମଧ୍ୟ କେନ୍ଦ୍ରକୁ ଅକ୍ସିଜେନ ଅଭାବ ପାଇଁ ଦାୟୀ କରି

ଦିଲ୍ଲୀରେ ଲକ୍‌ଡାଉନ୍‌ ମେ ୩ ଯାଏଁ ବୃଦ୍ଧି

ନୂଆଦିଲ୍ଲୀ: ଦିଲ୍ଲୀରେ ବୃଦ୍ଧି ହେଲା ଲକ୍‌ଡାଉନ୍‌ ଅବଧି । ରାଜଧାନୀ ଦିଲ୍ଲୀରେ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ଲକ୍‌ଡାଉନକୁ ଆଉ ସପ୍ତାହେ ବୃଦ୍ଧି କରାଯାଇଛି ଦୈନିକ ମାମଲା କମିଥିଲେ ମଧ୍ୟ ସଂକ୍ରମଣ ହାର ଅଧିକ ଥିବାରୁ ସତର୍କତା ମୂଳକ ପଦକ୍ଷେପ ଭାବେ ଜାତୀୟ ରାଜଧାନୀରେ ଲକଡାଉନକୁ ମେ ୩

୨୬ରେ ପ୍ରାର୍ଥୀପତ୍ର ଦାଖଲ କରିବେ କଂଗ୍ରେସ ଯୋଦ୍ଧା ବିଶ୍ୱକେଶନ

ପିପିଲି: ଅଜିତଙ୍କ ଦେହାନ୍ତ ପରେ ପିପିଲି ଉପନିର୍ବାଚନକୁ ନେଇ କଂଗ୍ରେସର ମଙ୍ଗ କିଏ ଧରିବ ସେ ନେଇ ଚର୍ଚ୍ଚା ଲାଗିରହିଥିଲା । ସ୍ୱର୍ଗତ ଅଜିତ୍ ମଙ୍ଗରାଜଙ୍କ ପରିବାରରୁ ପ୍ରାର୍ଥୀ କରି ଅନୁକମ୍ପା ଭୋଟ ଆଶାରେ ରହିଥିଲା ରାଜ୍ୟ କଂଗ୍ରେସ । ହେଲେ ଦିବଂଗତ ନେତା ଅଜିତ୍ ମଙ୍ଗରାଜଙ୍କ ପରିବାରରୁ

ଖୋର୍ଦ୍ଧାରୁ ଧରାପଡିଲା କୋଟିଏ ଟଙ୍କାର ଧଳାଜହର

ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାରେ ଧରାପଡିଲା କୋଟିଏ ଟଙ୍କାର ଧଳା ଜହର । ପ୍ରାୟ ୧ କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ କରିଛି ଏସ୍‌ଟିଏଫ୍‌ ଟିମ୍‌ । ବ୍ରାଉନ୍‌ସୁଗାର କାରବାର ଅଭିଯୋଗରେ ଏସ୍‌ଟିଏଫ୍‌ ୪ଜଣଙ୍କୁ ଗିରଫ କରିଛି । ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲାରେ ବ୍ରାଉନ୍‌ସୁଗାର

ରେକର୍ଡ଼ ଭାଙ୍ଗିଲା କରୋନା: ଦିନକରେ ୬୬୪୭ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୬୪୭ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୧୩୪୧ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୭୯୨ଜଣ ସ୍ଥାନୀୟ ବାସିନ୍ଦା ରହିଥିବା ବେଳେ ୩୮୫୫ ଜଣ କ୍ବାରେଣ୍ଟାଇନ୍‌ରେ

ହାଇଦରର ମୁଖ୍ୟ ସହଯୋଗୀ ୟାକୁବ୍ ଖାଁର ଆତ୍ମସମର୍ପଣ

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟାର ହାଇଦର ଫେରାର୍ ମାମଲାରେ ପୋଲିସ ତନାଘନା ଚଳାଇଥିବା ବେଳେ ହାଇଦରର ମୁଖ୍ୟ ସହଯୋଗୀ କୁହାଯାଉଥିବା ୟାକୁବ୍ ଖାଁ କଟକ ଚାଉଳିଆଗଞ୍ଜ ଥାନାରେ ଆତ୍ମସମର୍ପଣ କରିଛି । ସେ କଟକ ବଡମେଡିକାଲରେ ହାଇଦରକୁ ବାରମ୍ବାର ଭେଟି ବିରିୟାନୀ ଖାଇବାକୁ ଦେଇଥିବା କଥା ମାନିଥିବା ବେଳେ

ପଶ୍ଚିମବଙ୍ଗରେ ନିର୍ବାଚନୀ ହିଂସା, ୪ ମୃତ

କୋଲକାତା: ପଶ୍ଚିମବଙ୍ଗରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ । ଏହି ପର୍ଯ୍ୟାୟରେ ୫ ଟି ଜିଲ୍ଲାର ୪୪ ଟି ଆସନ ପାଇଁ ମତଦାନ କରାଯାଉଛି ।ତେବେ କୁଚବିହାରର ସିତାଲକୁଚିରେ ବିଜେପି ଓ ଟିଏମସି କାର୍ଯ୍ୟକର୍ତ୍ତା ମୁହାଁମୁହିଁ ହୋଇଛନ୍ତି । ବୁଥ୍ ନମ୍ବର ୨୮୫ରେ ଥିବା ମତଦାନ