ପ୍ରତିଶ୍ରୁତି ରଖିଲେ ମୁଖ୍ୟମନ୍ତ୍ରୀ: ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପରିଣତ ହେଲା ପାଇକମାଳ ପ୍ରାଥମିକ…
ବରଗଡ଼ ଜିଲ୍ଲା ପାଇକମାଳରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଭାବରେ ଉନ୍ନୀତ କରାଯାଇଛି। ପାଇକମାଳ ଅଂଚଳର ଜନସାଧାରଣଙ୍କ ବହୁ ଦିନର ଦାବି ଆଜି ପୂରଣ ହୋଇଛି।ପଦ୍ମପୁର ପାଇଁ ଗତ ଉପନିର୍ବାଚନ ସମୟରେ ପାଇକମାଳର ଜନତା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି!-->…
