ଚାଉଳ ଉତ୍ପାଦନ ଭାରତ ଅର୍ଥନୀତିକୁ ସମୃଦ୍ଧ କରିଛି: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଚାଉଳ ଜୀବନର ଶସ୍ୟ। ଖାଦ୍ୟ ସୁରକ୍ଷାରେ ଚାଉଳର ଭୂମିକା କଣ ସମସ୍ତଙ୍କୁ ଜଣା। ଚାଉଳ ଉତ୍ପାଦନ ଆମ ଅର୍ଥନୀତିକୁ ସମୃଦ୍ଧ କରିଛି। ଭାରତ ସର୍ବାଧିକ ଚାଉଳ ରପ୍ତାନି କରି ଅନ୍ୟ ଦେଶକୁ ମଧ୍ୟ ଖାଦ୍ୟ ଯୋଗାଉଛି । ବିଦ୍ୟାଧରପୁର ଜାତୀୟ ଧାନ ଗବେଷଣା କେନ୍ଦ୍ରରେ ଇଣ୍ଡିଆନ ରାଇସ୍ କଂଗ୍ରେସର ଉଦ୍ଘାଟନ!-->…
