ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ହାଇକୋର୍ଟ, ଚିତ୍ରା ରାମକୃଷ୍ଣଙ୍କୁ ଜାମିନ ପ୍ରଦାନ କରିଛନ୍ତି
ନ୍ୟାସନାଲ ଷ୍ଟକ୍ ଏକ୍ସଚେଞ୍ଜର ପୂର୍ବତନ ସିଇଓ ତଥା କାର୍ୟ୍ୟକାରୀ ଅଧିକାରୀ ଚିତ୍ରା ରାମକୃଷ୍ଣଙ୍କୁ ମିଳାଲା ଜାମିନ। ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ଚିତ୍ରାଙ୍କ ଦିଲ୍ଲୀ ହାଇକୋର୍ଟ ଜାମିନ ମଞ୍ଜୁର କରିଛନ୍ତି। ଏହାପୂର୍ବରୁ ତାଙ୍କୁ ଏନ୍ଏସ୍ଇ କର୍ମଚାରୀଙ୍କ ଫୋନ୍ ଟ୍ୟାପିଂ ମାମଲାରେ!-->…
