Odia News Portal
Browsing Tag

latest odia news

ଆଲେନ ଇନଷ୍ଟିଚ୍ୟୁଟକୁ ସିଲ୍ କଲା ବିଏମସି

ଭୁବନେଶ୍ୱର: ଆଲେନ ଇନଷ୍ଟିଚ୍ୟୁଟକୁ ସିଲ୍ କଲା ବିଏମସି । କରୋନା ଟେଷ୍ଟିଂ ପରେ ଆଲେନ ଇନଷ୍ଟିଚ୍ୟୁଟରୁ ୨୦ରୁ ଅଧିକ ପଜିଟିଭ୍ ବାହାରିଥିବା ସୂଚନା ମିଳିଛି । ଏକାଧିକ ପଜିଟିଭ୍ ଚିହ୍ନଟ ହେବାପରେ ଏହି ପଦକ୍ଷେପ ନେଇଛି ବିଏମସି । ପଜିଟିଭ୍ ଚିହ୍ନଟ ହେବା ପରେ ଛାତ୍ରଛାତ୍ରୀ ଓ କର୍ମଚାରୀ

ଟିକାଯୋଗାଣ ନେଇ ରାଜ୍ୟକୁ କେନ୍ଦ୍ରର ଜବାବ୍

ଭୁବନେଶ୍ଵର: ଟିକାଯୋଗାଣକୁ ନେଇ ପାତର ଅନ୍ତର ଅଭିଯୋଗ ପରେ କେନ୍ଦ୍ରର ଜବାବ୍ । ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଜଣାଇଥିଲେ, ଟିକା ଯୋଗାଣରେ ରାଜ୍ୟ ରାଜ୍ୟ ଭିତରେ ପାତର ଅନ୍ତର କରାନଯାଉ । ରାଜ୍ୟକୁ ଯଥେଷ୍ଟ ପରିମାଣରେ ଟିକା ପ୍ରଦାନ କରାଯାଉ,