ଲେମ୍ବୁ ଦରରେ ଲାଗିଛି ନିଆଁ,୧୦ଟଙ୍କାରେ ମିଳୁଛି ଗୋଟିଏ
ସାଧାରଣତଃ ଖରାଦିନେ ଲେମ୍ବୁର ଚାହିଦା ଅଧିକ ଥାଏ । କିନ୍ତୁ ଏବେ ଲେମ୍ବୁର ଦାମ୍ ଶୁଣିଲେ ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିବ । କଟକ ଛତ୍ର ବଜାର ପରିବା ହାଟରେ ଗୋଟିଏ ଲେମ୍ବୁର ଦାମ ରହିଛି ୧୦ ଟଙ୍କା । ଲେମ୍ବୁର ଦର ଶୁଣି ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଛତ୍ରବଜାରରେ ଯେହେତୁ ଏତେ!-->…
