ବନ୍ଧାହେଲା ଏଲଆଇସି ଏଜେଣ୍ଟ, ମୃତ ବ୍ୟକ୍ତିଙ୍କ ନାଁରେ ବୀମା କରି ଉଠାଇଥିଲା କୋଟିଏରୁ ଅଧିକ ଟଙ୍କା
ଭୁବନେଶ୍ବର : ମୃତ ବ୍ୟକ୍ତିଙ୍କ ନାଁରେ ପଲିସି । ୪ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ୨୩ଟି ବୀମା ପଲିସି କରି ୧କୋଟି ୧୮ ଲକ୍ଷ ଟଙ୍କା ଚଳୁ ଅଭିଯୋଗ । ଏହି ମାମଲାରେ ଜଣେ ଏଲଆଇସି ଏଜେଣ୍ଟକୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା । ଗିରଫ ଅଭିଯୁକ୍ତ ହେଲେ କଣାସ ଅଞ୍ଚଳର ଏଲଆଇସି!-->…