ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରାଇଦାମୋଦର ବେଶର ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲାଗିଛି ଭିଡ଼
ପବିତ୍ର କାର୍ତ୍ତିକମାସ ଅବସରରେ ପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଆରମ୍ଭ ହୋଇଛି । ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରାଇଦାମୋଦର ବେଶରେ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଛି । ପୁରା ଏକାମ୍ରକ୍ଷେତ୍ର ଚଳଚଞ୍ଚଳ ହୋଇ ଉଠିଛି । ସକାଳ ଧୂପ ମଙ୍ଗଳ ଆଳତୀ ପରେ ଦିନ…