କଲେଜ ନଯାଇ ଦରମା ନେଇଛନ୍ତି ଖଣି ମନ୍ତ୍ରୀଙ୍କ ବୋହୂ
ଢେଙ୍କାନାଳ: ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ବୋହୂ ଲିପ୍ସା ପ୍ରଧାନଙ୍କ ନୀତିହୀନ କାମ ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ୁଛି । ସୂଚନା ଅଧିକାର ଆଇନ ବଳରେ କାମାକ୍ଷାନଗର କଲେଜରେ ଚାଲିଥିବା ଦୁର୍ନୀତି ପଦାରେ ପଡିଛି । ଏନେଇ ଓଡିଶା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ ହୋଇଛି । ଖଣି ଓ!-->…