Odia News Portal
Browsing Tag

Lockdown extended in odisha

ରାଜ୍ୟରେ ଜୁନ ୧୭ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ୍‌ ଅବଧି

ଭୁବନେଶ୍ୱର: ରାଜ୍ୟରେ ବଢିଲା ଲକ୍ ଡାଉନ୍ ଅବଧି ।ଜୁନ ୧ ସକାଳ ୫ଟାରେ ସରୁଥିବା ଲକ୍‌ଡାଉନ୍‌ ଅବଧି ଜୁନ ୧୭ ତାରିଖ ସକାଳ ୫ଟା ଯାଏଁ ବଢା ଯାଇଛି। ଏଥିସହ ସପ୍ତାହାନ୍ତ ସଟ୍‌ଡାଉନ୍‌ ମଧ୍ୟ ପୂର୍ବ ପରି ଜାରି ରହିବ। କିନ୍ତୁ ଏଥର ସଟ୍‌ଡାଉନ୍‌ ଶୁକ୍ରବାର ସନ୍ଧ୍ୟା ୬ଟାରୁ ସୋମବାର ସକାଳ ୬ଟା ଯାଏଁ…

ଜାଣନ୍ତୁ ୨ ସପ୍ତାହର ତାଲାବନ୍ଦ୍ ଅବଧିରେ କଣ ରହିବ ଖୋଲା…

ଭୁବନେଶ୍ବର: ରାଜ୍ୟରେ ସଂକ୍ରମଣର ମାତ୍ରା ବୃଦ୍ଧି ପାଉଥିବା ସମୟରେ ଆଉ ୨ ସପ୍ତାହ ପର୍ଯ୍ୟନ୍ତ ଲକ୍ ଡାଉନ୍ ଅବଧିକୁ ବୃଦ୍ଧି କରାଯାଇଛି । ଲକଡାଉନ୍ ନିୟମ ଉଲ୍ଲଂଘନ କଲେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି । ତେବେ ଲକଡାଉନ୍ ସମୟରେ ମାଲ୍ ପରିବହନ ଉପରେ…

ଜୁନ ୧ ଯାଏଁ ବଢ଼ିଲା ଲକଡାଉନ୍

ଭୁବନେଶ୍ବର: ରାଜ୍ୟରେ ପୁଣି ବଢିଲା ଲକଡାଉନ୍ ଅବଧି । ଓଡିଶାରେ କରୋନା ସଂକ୍ରମଣ ବଢୁଥିବା ସମୟରେ ଲକଡାଉନର ଅବଧିକୁ ଜୁନ ୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରେସ ମିଟ୍ ରେ ଘୋଷଣା କରିଛନ୍ତି । ସୂଚନା ଅନୁଯାୟୀ,…