ତୈଳଦର ବୃଦ୍ଧି ପ୍ରସଙ୍ଗରେ ଲୋକସଭାରେ ବିରୋଧୀଙ୍କ ହୋହଲ୍ଲା, ପ୍ରଶ୍ନକାଳ ଓ ଶୂନ୍ୟକାଳ ସ୍ଥଗିତ
ତୈଳଦର ବୃଦ୍ଧି ପ୍ରସଙ୍ଗରେ ମଙ୍ଗଳବାର ପୁଣି ଲୋକସଭାରେ ବିରୋଧୀ ଦଳର ସଦସ୍ୟମାନଙ୍କ ତରଫରୁ ହଙ୍ଗାମା ଦେଖିବାକୁ ମିଳିଛି ।
ଆଜି ଲୋକସଭା ବୈଠକ ଆରମ୍ଭ ହେବା ମାତ୍ରେ କଂଗ୍ରେସ ନେତା ଆଧୀର ରଂଜନ ଚୌଧୁରୀ ଦରବୃଦ୍ଧି ପ୍ରସଙ୍ଗ ଉଠାଇଥିଲେ । ଏହି ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ସେ ଦାବି!-->!-->!-->…
