Odia News Portal
Browsing Tag

loksabha

ଏପ୍ରିଲ ୧୮ରୁ ଲୋକସେବା ଭବନ ପ୍ରବେଶ ଅନୁମତି

ଲୋକସେବା ଭବନ, ରାଜୀବ ଭବନ, ଖାରବେଳ ଭବନ ପାଇଁ ସାଧାରଣ ଲୋକଙ୍କୁ ମିଳିବ ପ୍ରବେଶ ଅନୁମତି । ଆକ୍ରିଡେଟେଡ୍ ପାସଧାରୀ ସାମ୍ବାଦିକଙ୍କୁ ମଧ୍ୟ ପ୍ରବେଶ ଅନୁମତି ମିଳିବ । କୋଭିଡ୍ ଯୋଗୁଁ ପ୍ରାୟ ୨ବର୍ଷ ଧରି ପ୍ରବେଶ ନେଇ ଥିଲା କଟକଣା ।

୩୧ ରୁ ଆରମ୍ଭ ହେବ ବଜେଟ ଅଧିବେଶନ

୩୧ରୁ ଆରମ୍ଭ ହେବ ସଂସଦର ବଜେଟ ଅଧିବେଶନ । ତେବେ ଏହି ଅଧିବେଶନ କାଳରେ ଭିନ୍ନ ଭିନ୍ନ ସିଫ୍ଟରେ ଲୋକସଭା ଓ ରାଜ୍ୟସଭା ଚାଲିବ । ପ୍ରତି ସଦନ ୫ ଘଣ୍ଟା ଲେଖାଏଁ ଚାଲିବ । କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହି ପଦକ୍ଷେପ ନିଆଯାଇଛି । ଜାନୁଆରୀ ୩୧ରେ ସଂସଦର ଉଭୟ ଗୃହର ମିଳିତ ଅଧିବେଶନରେ…