ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଲଘୁଚାପ
ଭୁବନେଶ୍ବର : ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ୧୦ ତାରିଖ ବେଳକୁ ଏହାର ଚିତ୍ର ସ୍ପଷ୍ଟ ହେବ। ଏହି ଲଘୁଚାପ ୧୩ ତାରିଖ ବେଳକୁ ଗଭୀର ଅବପାତର ରୂପ ନେବ। ୧୫ ତାରିଖ ବେଳକୁ ବାତ୍ୟାରେ ପରିଣତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରିବ। ପୂର୍ବ ଓ ଦକ୍ଷିଣ ଭାରତ…