ମଧୁବାବୁ ପେନସନ ଯୋଜନା ହିତାଧିକାରୀଙ୍କୁ ୧ ହଜାର, କିନ୍ନରମାନଙ୍କୁ ମିଳିବ ଭତ୍ତା
ଭୁବନେଶ୍ୱର() ମଧୁବାବୁ ପେନସନ ଯୋଜନା ହିତାଧିକାରୀଙ୍କୁ ଆଉ ୧ ହଜାର ଟଙ୍କା ମିଳିବ । ରାଜ୍ୟର ୪୮ ଲକ୍ଷ ହିତାଧିକାରୀଙ୍କୁ ଆଉ ୧ ହଜାର ଟଙ୍କା ଲେଖାଏଁ ମିଳିବ ବୋଲି ସାମାଜିକ ସୁରକ୍ଷା ବିଭାଗ ମନ୍ତ୍ରୀ ଅଶୋକ ପଣ୍ଡା ସୂଚନା ଦେଇଛନ୍ତି । ଟଙ୍କା ଆସି ସାରିଛି । ଖୁବଶୀଘ୍ର ଦେବା ବ୍ୟବସ୍ଥା ହେବ…