ଆରମ୍ଭ ହେଲା ‘ ବୃହତ୍ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା’
ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ‘ଜାତୀୟ ହସ୍ତତନ୍ତ ଦିବସ’ ଅବସରରେ ଆଜି ଜନତା ମଇଦାନଠାରେ ‘ରାଜ୍ୟସ୍ତରୀୟ ବୃହତ୍ ହସ୍ତତନ୍ତ ଓ ହସ୍ତଶିଳ୍ପ ମେଳା’ ଉଦ୍ଘାଟିତ ହୋଇଯାଇଛି। ଏହି ମେଳାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ଘାଟନ କରି କହିଛନ୍ତି, ଆମ ହସ୍ତତନ୍ତ…