Odia News Portal
Browsing Tag

mahalinga

ମହାଲିଙ୍ଗ କଲେଜରେ ଡିଆଇଜି, ଏସପି

ବଲାଙ୍ଗୀର: ବହୁ ଚର୍ଚ୍ଚିତ ମମିତା ହତ୍ୟା ଘଟଣାରେ ତଦନ୍ତ ନିମନ୍ତେ ମହାଲିଙ୍ଗ କଲେଜରେ ପହଞ୍ଚିଛନ୍ତି ଡିଆଇଜି ଏବଂ ଏସପି । ମହାଲିଙ୍ଗ କଲେଜରେ ପହଁଞ୍ଚିଛି ଜିଲ୍ଲା ପ୍ରଶାସନ । ତେବେ କଲେଜକୁ କେଉଁଠାରୁ ଆସୁଥିଲା ଟଙ୍କା ତାହା ଯାଞ୍ଚ ଚାଲିଥିବା ଜଣାପଡିଥିବା ବେଳେ ତହସିଲଦାର ସର୍ବେଶ୍ୱର ଜାଲ…

ଗୋବିନ୍ଦ ସାହୁକୁ ଧରାଇଲେ ମିଳିବ ୨୦ ହଜାର ଟଙ୍କାର ପୁରସ୍କାର ରାଶି

କଳାହାଣ୍ଡି: ମହାଲିଙ୍ଗ ମିଷ୍ଟ୍ରି ଘଟଣାରେ ଗୋଟିଏ ପରେ ଗୋଟିଏ ଖବର ନଜରକୁ ଆସିଛି । ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଗୋବିନ୍ଦ ସାହୁ ପୋଲିସକୁ ଚକମା ଦେଇ ଯିବା ପରେ ବଢ଼ିଛି ସନ୍ଦେହ । ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁଙ୍କୁ ଧରାଇ ଦେଲେ ୨୦ ହଜାର ଟଙ୍କା ପୁରସ୍କାର ରାଶି ମିଳିବ। ଆଜି…

ମହାଲିଙ୍ଗ ମିଷ୍ଟ୍ରି ଘଟଣା: ମାଟିତଳୁ ଗଳିତ ଦଗ୍ଧ ମୃତଦେହ ଉଦ୍ଧାର

କଳାହାଣ୍ଡି: ମହାଲିଙ୍ଗ ସନ୍ସାଇନ୍ ପବ୍ଲିକ୍ ସ୍କୁଲ ଅଧ୍ୟକ୍ଷା ନିଖୋଜ ଘଟଣାର ଖୋଲୁଛି ରହସ୍ୟ। ମହାଲିଙ୍ଗ ସ୍ଥିତ ନିର୍ମାଣାଧୀନ ଷ୍ଟାଡିଅମରୁ ଏକ ମୃତଦେହ ଉଦ୍ଧାର କରାଯାଇଛି । ଜେସିବି ଦ୍ୱାରା ମାଟିତଳୁ ଏକ ଗଳିତ ଦଗ୍ଧ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ମିଳିଛି । ତେବେ ମୃତଦେହଟି ନିଖୋଜ…