Odia News Portal
Browsing Tag

mahanga double murder case

ବିଧାନସଭାରେ ମାହାଙ୍ଗା ଡବଲ ମର୍ଡର ତାତି

ଭୁବନେଶ୍ୱର: ବିଧାନସଭା ଗୃହରେରେ ଉଠିଲା ମାହାଙ୍ଗା ଡବଲ ମର୍ଡର ପ୍ରସଙ୍ଗ । ମାହାଙ୍ଗା ମର୍ଡର ପ୍ରସଙ୍ଗ ଉଠାଇଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ । ମାହାଙ୍ଗା ମର୍ଡର ଘଟଣାରେ ଜଣେ ମନ୍ତ୍ରୀଙ୍କ ନାଁରେ ଏତଲା ରହିଛି । ଏତଲା ଥିଲେ ସୁଦ୍ଧା ସରକାର ସଂପୃକ୍ତ ମନ୍ତ୍ରୀଙ୍କୁ ଗିରଫ କରୁନାହାନ୍ତି…

ପ୍ରଫୁଲ୍ଲଙ୍କୁ କରାଯାଇଛି ହତ୍ୟା : ବିଜେପି

କଟକ: ମାହାଙ୍ଗା ଡବଲ ମର୍ଡର ଘଟଣାରେ ମୁଖ୍ୟ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣା ପରେ ତେଜୁଛି ରାଜନୀତି | ପ୍ରଫୁଲ୍ଲଙ୍କ ମୃତ୍ୟୁ ଘଟଣା ନେଇ ବିଜେପି ହତ୍ୟା ଅଭିଯୋଗ ଆଣିଛି । ମୁଖ୍ୟ ଅଭିଯୁକ୍ତ ପ୍ରଫୁଲ୍ଲଙ୍କୁ ହତ୍ୟା କରାଯାଇଥିବା ବିଜେପି କଟକ ଜିଲ୍ଲା ସଭାପତି ପ୍ରକାଶ ବେହେରା ଅଭିଯୋଗ କରିଛନ୍ତି ।…

ମାହାଙ୍ଗା ମର୍ଡର: ଅଷ୍ଟମ ଅଭିଯୁକ୍ତ ଗିରଫ

କଟକ: ମାହାଙ୍ଗା ଡବଲ୍ ମର୍ଡର ଘଟଣା । ଆଉ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଯାହାକୁ ମିଶାଇ ମୋଟ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି ପାଇଛି । ଅନ୍ୟତମ ଅଭିଯୁକ୍ତ ଭିକାରୀ ସ୍ୱାଇଁକୁ ଗିରଫ କରାଯାଇଥିବା ସୂଚନା ରହିଛି । ଗିରଫ ନେଇ କଟକ ଗ୍ରାମାଞ୍ଚଳ ପୋଲିସ ପକ୍ଷରୁ ସୂଚନା…

ମାହାଙ୍ଗା ହତ୍ୟାକାଣ୍ଡର ଡିଆଇଜି ସ୍ତରୀୟ ତଦନ୍ତ !

କଟକ: ମାହାଙ୍ଗା ବିଜେପି ନେତା ହତ୍ୟା ମାମଲାର ଡିଆଇଜି ସ୍ତରୀୟ ତଦନ୍ତ ହେବ । ଏନେଇ ଡିଜିପି ପ୍ରତିଶ୍ରୁତି ଦେଇଥିବା ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ଅପରାଜିତା ଷଢ଼ଙ୍ଗୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଆଜି ବିଜେପିର ଏକ ପ୍ରତିନିଧିମଣ୍ଡଳୀ ପୁଲିସ ଡିଜିଙ୍କ ସହ ଆଲୋଚନା କରିଥିଲେ । ତିନି…

ଡିଜିପି ଅଫିସ ଘେରିଲା ବିଜେପି

କଟକ: ମାହାଙ୍ଗାର ଡବଲ ମର୍ଡର ମାମଲାକୁ ନେଇ ତେଜୁଛି ରାଜନୀତି । ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିକୁ ଜୋରଦାର କରିଛି ବିଜେପି ଦଳ। ରାଜ୍ୟର ବିଭିନ୍ନ ଥାନା ଓ ଏସପି ଅଫିସ୍ ଆଗରେ ବିକ୍ଷୋଭ କରିବା ପରେ ଆଜି ଡିଜିପି ଅଫିସ୍ ଘେରାଉ କରିଛି ଦଳ। ସୂଚନା ଅନୁସାରେ,…

ଡବଲ୍ ମର୍ଡର: ସପ୍ତମ ଅଭିଯୁକ୍ତ ଗିରଫ

କଟକ : ମାହାଙ୍ଗା ଡବଲ୍ ମର୍ଡର ଘଟଣାରେ ଆଉ ଜଣେ ଅଭିଯୁକ୍ତ ଗିରଫ । ଡବଲ୍ ମର୍ଡର ଘଟଣାରେ ସପ୍ତମ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଯାହାକୁ ମିଶାଇ ମୋଟ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ତେବେ ଆଉ ଜଣଙ୍କ ଗିରଫଦାରୀ ନେଇ କଟକ ଗ୍ରାମାଞ୍ଚଳ ପୋଲିସ ସୂଚନା ଦେଇଛି | ଗତକାଲି…

ଡବଲ ମର୍ଡର ଘଟଣାରେ ଗିରଫ ସଂଖ୍ୟା ୫କୁ ବୃଦ୍ଧି

କଟକ :ମାହାଙ୍ଗା ଡବଲ ମର୍ଡର ଘଟଣାରେ ଆଉ ଜଣେ ଅଭିଯୁକ୍ତ ଗିରଫ । ଘଟଣାରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୫କୁ ବୃଦ୍ଧି । ମାହାଙ୍ଗା ଡବଲ ମର୍ଡର ଘଟଣାରେ ଗତକାଲି ୪ ଅଭିଯୁକ୍ତଙ୍କୁ କଟକ ଗ୍ରାମାଞ୍ଚଳ ପୁଲିସ୍‌ ଗିରଫ କରିଥିବା ବେଳେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୁଲିସ । କାଲି ରାତିରେ…

ହତ୍ୟାକାରୀଙ୍କ ସମ୍ପର୍କରେ କଣ କହିଲେ ଆଇନ ମନ୍ତ୍ରୀ

ମାହାଙ୍ଗା: ମହାଙ୍ଗାରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ବିଧାୟକ ତଥା ଆଇନ୍‌ମନ୍ତ୍ରୀ ପ୍ରତାପ ଜେନା । ସେ କହିଛନ୍ତି ଯେ, ମାହାଙ୍ଗାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଆମ ନାଁରେ ଏତଲା ହୋଇଛି, ତଦନ୍ତ ହେଲେ ସତ ଜଣାପଡ଼ିବ । ସେ ଆହୁରି ମଧ୍ୟ କହିଛନ୍ତି ଯେ,…