ହତ୍ୟା ମାମଲାରେ ୧୯ ଜଣଙ୍କୁ ଆଜୀବନ ଜେଲ
ବ୍ରହ୍ମପୁର() ବ୍ରହ୍ମପୁର କୁଲଟା ହତ୍ୟାକାଣ୍ଡ ମାମଲାରେ ୧୯ ଜଣଙ୍କୁ ଆଜୀବନ କାରା ଦଣ୍ଡାଦେଶ ଶୁଣାଇଛନ୍ତି ବ୍ରହ୍ମପୁର ଏଡିଜେ-୧ କୋର୍ଟ। ୨୦୦୭ କୁଲଟା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟି ମହେଶ୍ୱର ସାସମଲଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାରେ ମୋଟ୍ ୧୯ ଜଣ ଅଭିଯୁକ୍ତ ଥିଲେ। ତେବେ…