ପରବର୍ତ୍ତୀ ମେକ୍ ଇନ୍ ଓଡ଼ିଶା କନକ୍ଲେଭ ପାଇଁ ମୁଖ୍ୟମନ୍ତ୍ରୀ କଲେ ଘୋଷଣା
ଭୁବନେଶ୍ୱର() ଆଜି ଏଣ୍ଟରପ୍ରାଇଜ୍ ଓଡ଼ିଶା ୨୦୧୯ ଉଦ୍ଘାଟନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ୨୦୨୦ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ୟ୍ୟନ୍ତ ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍ ଆୟୋଜିତ ହେବ।
ମେକ୍ ଇନ୍ ଓଡ଼ିଶା…