Odia News Portal
Browsing Tag

Malkangiri

ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟକାର୍ଡ ବାଣ୍ଟିଲେ ମନ୍ତ୍ରୀ ଅରୁଣ ସାହୁ

ମାଲକାନଗିରି: ସ୍ୱାସ୍ଥ୍ୟକ୍ଷେତ୍ରରେ ଯୁଗାନ୍ତକାରୀ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୁକ୍ରବାର ମାଲକାନଗିରି ଜିଲ୍ଲା ଗସ୍ତରେ ଯାଇ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି । ତେବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବିଧାୟକ ଓ ମନ୍ତ୍ରୀମାନେ…

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟକାର୍ଡ ବାଣ୍ଟିଛନ୍ତିି ମୁଖ୍ୟମନ୍ତ୍ରୀ । ମାଲକାନଗିରି ଜିଲ୍ଲାରୁ ଏହାର ଶୁଭାରମ୍ଭ ହୋଇଛି । ନିଜ ହାତରେ ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ । ମାଲକାନଗିରି ଜିଲ୍ଲାର ୧ ଲକ୍ଷ ୫୫ ହଜାର ୮୨୩ଜଣ ପାଇବେ ଏହି…

ଆଜି ମାଲକାନଗିରିରୁ ସ୍ମାର୍ଟ ହେଲଥ କାର୍ଡ ବଂଟନର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ହେବ ନବକଳେବର । ଏହି ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଆଜି ଶୁଭାରମ୍ଭ ମାଲକାନଗିରିରୁ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ଆଜି ମାଲକାନଗିରି ଗସ୍ତ କରୁଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳା ସାଢେ ୧୧ଟାରେ ସ୍ୱତନ୍ତ୍ର…

ଆସନ୍ତା ୨୦ରେ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ମାଲକାନଗିରି: ଆସନ୍ତା ୨୦ ତାରିଖରେ ମାଲକାନଗିରି ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଗସ୍ତ ସମୟରେ ବିଜୁ ସ୍ୱାସ୍ଥ୍ୟକଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ସ୍ମାର୍ଟକାର୍ଡ ବଣ୍ଟନ କରିବା ସହ ଲୋକଙ୍କ ସହ ଯୋଡି ହେବେ ମୁଖ୍ୟମନ୍ତ୍ରୀ।ରାଜ୍ୟ ସରକାରଙ୍କ ୭ ମନ୍ତ୍ରୀ ବିଭିନ୍ନ…

ପୋଲିସ ଡିଜପିିଙ୍କ ଉପସ୍ଥିତିରେ ୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି: ଆଜି ପୁଲିସ ମହାନିର୍ଦ୍ଦେଶକ ଅଭୟ ମାଲକାନଗିରି ଗସ୍ତରେ ଯାଇଛନ୍ତି। ମାଓବାଦୀଙ୍କ ସ୍ଥିତି ସମୀକ୍ଷା ନେଇ ବରିଷ୍ଠ ଆଇପିଏସ ଅଧିକାରୀଙ୍କ ସହ ଏକ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ମାଲକାନଗିରି ଥାନା ଅନ୍ତର୍ଗତ ଟେମୃପାଲିରେ ପହଞ୍ଚି ସାରିଛନ୍ତି। ଏହାସହ ପୁଲିସ ଡିଜିଙ୍କ ଉପସ୍ଥିତିରେ…

ଛତିଶଗଡ଼ରେ ବଡ଼ ଧରଣର ନକ୍ସଲ ଆକ୍ରମଣ

ମାଲକାନଗିରି: ଆଜି ଛତିଶଗଡର ନାରାୟଣପୁର ଜିଲାରେ ବଡ ଧରଣର ନକ୍ସଲ ଆକ୍ରମଣ ହୋଇଥିବା ଖବର ମିଳିଛି। ନାରାୟଣପୁର ଜିଲା ଆମଦାଇ ସ୍ଥିତ ଲୁହାପଥର ଖଣିରେ ନକ୍ସଲମାନେ ଆକ୍ରମଣ କରିଛନ୍ତି।ପ୍ରାୟ ହଜାରରୁ ଅଧିକ ନକ୍ସଲ ଏଥିରେ ସାମିଲ ଥିବା ସୂଚନା ମିଳିଛି। ଏହାସହ ୧୫ ରୁ ୨୦ ଜଣ ଖଣି କର୍ମଚାରୀଙ୍କୁ…

ପୋଲିସ-ମାଓବାଦୀ ଗୁଳି ବିନିମୟରେ ହାର୍ଡକୋର ମାଓବାଦୀ ନିହତ

ମାଲକାନଗିରି: ମାଲକାନଗିରି ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଏଥିରେ ଜଣେ ହାର୍ଡକୋର ମାଓବାଦୀ ପ୍ରାଣ ହରାଇଥିବା ବେଳେ ଘଟଣା ସ୍ଥଳରୁ ଜବାନମାନେ ଗୋଟିଏ ବନ୍ଧୁକ ଓ ଗୋଟିଏ ପିସ୍ତଲ ସହ ଭାରିମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି…

ତୃଣମୂଳ ସ୍ତରର କର୍ମୀଙ୍କ ସହ ଆଲୋଚନା କଲେ ପ୍ରଣବ ପ୍ରକାଶ ଦାସ

ମାଲକାନଗିରି: ପାଖେଇ ଆସୁଛି ପଞ୍ଚାୟତ ନିର୍ବାଚନ । ଏହାପୂର୍ବରୁ ସଂଗଠନ ସୁଦୃଢ଼ କରିଛି ବିଜେଡ଼ି । ନିକଟରେ ୩୦ଟି ଯାକ ଜିଲ୍ଲା ଲାଗି ପର୍ଯବେକ୍ଷକଙ୍କୁ ଦାୟିତ୍ୱ ଦିଆଯାଇଛି । ତେବେ ତୃଣମୂଳ ସ୍ତରର କର୍ମୀଙ୍କ ସହ ଆଲୋଚନା କରିଛନ୍ତି ଯାଜପୁର ବିଧାୟକ ତଥା ରାଜ୍ୟ ରାଜନୀତିର ଚର୍ଚ୍ଚିତ ଚେହେରା…

ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର

ମାଲକାନଗିରି: ଜିଲ୍ଲାର ପଡିଆ ବ୍ଲକ କାଲଦାପଲ୍ଲୀ ପଞ୍ଚାୟତ ଅନ୍ତର୍ଗତ ରେଙ୍ଗାଲିଗୁଡା ଗ୍ରାମରେ ଜଣେ ଯୁବକ ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ମୁତାବକ ଗତକାଲି ଏହି ଗ୍ରାମରେ ଏକ ବାହାଘର ଚାଲିଥିଲା, ଏହି ବାହାଘରରେ ଯୋଗ ଦେବାକୁ ପଡୋଶୀ ଛତ୍ତିଶଗଡ଼ ରାଜ୍ୟର ଜଇତ ଯାଦବ…

ଟିଫିନ୍ ବୋମା ଜବତ

ମାଲକାନଗିରି : ସ୍ୱାଭିମାନ ଅଞ୍ଚଳରେ ବିଏସଏଫ ଓ ଏସଓଜିର ମିଳିତ ତଲାସି ଅଭିଯାନରେ ୨ଟି ଟିଫିନ ବୋମା ସହ ବିପୁଳ ମାଓ ଅସ୍ତ୍ରଶସ୍ତ୍ର ଜବତ ହୋଇଥିବା ନେଇ ଆଜି ଖବର ମିଳିଛି। ସ୍ୱାଭିମାନ ଅଞ୍ଚଳର କେନ୍ଦୁଗୁଡ଼ା ଗାଁ ନିକଟରୁ ଏହି ଟିଫିନ ବୋମା ଜବତ କରାଯାଇଛି। ଯବାନମାନେ କୁମ୍ବିଂ ଅପରେସନ…