ଚର୍ଚ୍ଚାକୁ ଫେରିଲା ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଗୋବିନ୍ଦଙ୍କ ପତ୍ନୀ ଓ ଝିଅ
କଳାହାଣ୍ଡିର ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ଘଟଣା ପୁଣି ଥରେ ଆଲୋଚନାକୁ ଫେରିଛି। ମମିତା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ ଜେଲରେ ଆତ୍ମହତ୍ୟା କରିଥିବା ପୁଲିସ ପକ୍ଷରୁ କୁହାଯାଇଥିଲା। କିନ୍ତୁ ଆତ୍ମହତ୍ୟାକୁ ନେଇ ସନ୍ଦେହ ପ୍ରକଟ କରିଛନ୍ତି ଗୋବିନ୍ଦଙ୍କ ପରିବାର। ଘଟଣାର…