Odia News Portal
Browsing Tag

mamita meher

ମମିତା ମେହେର ହତ୍ୟା ମାମଲାର ଆଜି ହାଇକୋର୍ଟରେ ହେବ ଶୁଣାଣୀ

ଆଜି ହାଇକୋର୍ଟରେ ହେବ ମମିତା ମେହେର ହତ୍ୟା ମାମଲାର ଶୁଣାଣି । ମମିତା ମେହେରଙ୍କ ପରିବାର ପକ୍ଷରୁ ହୋଇଥିବା ମାମଲାର ଶୁଣାଣି ହେବ । ମମିତାଙ୍କ ବାପା ସୁଚନ୍ଦ୍ର ମେହେର ଓ ଭାଇ ବଂଟି ମେହେର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ମମିତାଙ୍କ ବାପା ହତ୍ୟାକାଣ୍ଡର ନିରପେକ୍ଷ ତଦନ୍ତ ପାଇଁ…

ମମିତା ମେହେରଙ୍କ ପରିବାରକୁ ଭେଟିବ ବିଜେପି ପ୍ରତିନିଧି ଦଳ

ମହାଲିଙ୍ଗ ସନସାଇନ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ପରିବାରକୁ ଭେଟିବାକୁ ବଲାଙ୍ଗିର ଯାଇଛି ବିଜେପିର ଏକ ପ୍ରତିନିଧି ଦଳ । ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନେତୃତ୍ୱରେ ୧୫ ଜଣିଆ ପ୍ରତିନିଧି ଦଳ ମମିତାଙ୍କ ପରିବାରକୁ ଭେଟିବେ । ଘଟଣା ସଂପର୍କରେ ପରିବାର ଲୋକଙ୍କ ସହ ଆଲୋଚନା…

ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ମମିତା ମେହେର ହତ୍ୟାକାଣ୍ଡକୁ ନେଇ ଆଜି ବିଜେପି ପକ୍ଷରୁ ଆଜି ସମ୍ବଲପୁର ଜିଲ୍ଲା ୧୨ ଘଂଟିଆ ବନ୍ଦ । ସକାଳ ୬ ଟାରୁ ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା, ମାମଲାର ସିବିଆଇ ତଦନ୍ତ ଏବଂ ଅଭିଯୁକ୍ତମାନଙ୍କୁ କଠୋର…

୫ ଦିନିଆ ରିମାଣ୍ଡ ସରିବା ପରେ ଜେଲ ଗଲା ଗୋବିନ୍ଦ

ମହାଲିଙ୍ଗ ସନସାଇନ୍ ସ୍କୁଲ ଅଧ୍ୟକ୍ଷା ମମିତା ମେହେର ହତ୍ୟା ମାମଲାରେ ଜେଲ ଗଲେ ଗୋବିନ୍ଦ ସାହୁ । ୫ ଦିନିଆ ରିମାଣ୍ଡ ଅବଧି ଶେଷ ହେବା ପରେ ଗୋବିନ୍ଦଙ୍କୁ ଆଜି କଂଟାବାଞ୍ଜି ମାଜିଷ୍ଟ୍ରେଟଙ୍କ ପାଖରେ ହାଜର କରାଇଥିଲା ପୋଲିସ । ଏହା ପରେ ଗୋବିନ୍ଦ ସାହୁଙ୍କୁ ଜେଲ ପଠାଇ ଦିଆଯାଇଛି । ଏବେ…