ମାନସ ମଙ୍ଗରାଜ ରାଜ୍ୟ ସରକାରଙ୍କ ମିଡିଆ ଉପଦେଷ୍ଟା ନିଯୁକ୍ତ
ଭୁବନେଶ୍ଵର (): ଦୀର୍ଘଦିନ ହେଲା ଓଡ଼ିଶାର ଗଣମାଧ୍ୟମ ସହ ପ୍ରତ୍ୟକ୍ଷ ଭାବେ ସମ୍ପୃକ୍ତ ଥିବା ବିଜେଡିର ଯୁବ ନେତା ମାନସ ମଙ୍ଗରାଜଙ୍କୁ ରାଜ୍ୟ ସରକାରଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ମିଳିଛି । ତାଙ୍କୁ ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ଭାବେ ନିଯୁକ୍ତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ…