କୋର୍ଟରେ ହାଜର ହେଲା ଶର୍ମିଷ୍ଠା
ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଗିରଫ ମୁଖ୍ୟ ଅଭିଯୁକ୍ତ ତଥା ଲେଡି କିଲର୍ ଶର୍ମିଷ୍ଠା ରାଉତ ଚାନ୍ଦବାଲି ଜେଏମଏଫସି କୋର୍ଟରେ ହାଜର । ଭିଡିଓ କନଫରେନ୍ସ ଜରିଆରେ କୋର୍ଟରେ ହାଜର ହୋଇଛି ଶର୍ମିଷ୍ଠା । ସେହିପରି ଝୁନା ଭୋଇ, ନିରଞ୍ଜନ ସେଠୀ, ରଞ୍ଜନ ନାୟକ,!-->…
