ବିଜେପିର ନୂଆ ଟିମକୁ ନେଇ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା
ନୂଆ ଟିମ ନେଇ ବିଜେପି ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ଯେଉଁ ଦିନ କେନ୍ଦ୍ର ସଭାପତି ଘୋଷଣା ହେଇଯିବ, ତାପରେ ଟିମ ଓଡ଼ିଶା ଘୋଷଣା ହବ l ଏହା ହଉଛି ଦଳର ସମ୍ଭିଧାନିକ ବ୍ୟବସ୍ଥା l ତାପରେ ଚୂଡାନ୍ତ ହବ ନିଗମ ବୋର୍ଡ l ଖୁବ ଶୀଘ୍ର ଠିକ ସମୟରେ ଘୋଷଣା ହବ l