ଦିନକ ପରେ ବିଦାୟ ନେବ ମୌସୁମୀ
ରାଜ୍ୟରେ ଏବେ ଖରାଟିଆ ଓ ଶୁଖିଲା ପାଗ ଲାଗିରହିଛି। ରାଜ୍ୟ ଓ ଦେଶରୁ ଏଇ ବର୍ଷ ପାଇଁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଫେରିଯିବାକୁ ପାଗ ଅନୁକୂଳ ହେଉଛି। ଏଥିସହ ଦକ୍ଷିଣ ଉପଦ୍ବୀପ ଭାରତ ଏବଂ ଦକ୍ଷିଣ ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ପୂର୍ବ ଓ…