ବନ୍ଦହେଲା ମାର୍କେଟ ବିଲ୍ଡିଂ
ଭୁବନେଶ୍ୱର: ଅନିର୍ଦ୍ଦିଷ୍ଟ କାଳ ପର୍ୟ୍ୟନ୍ତ ବନ୍ଦ ହେଲା ମାର୍କେଟ ବିଲ୍ଡିଂ । ଉଠା ଦୋକାନୀଙ୍କୁ ଉଠାଇବା ଦାବିରେ ମାର୍କେଟ ବିଲ୍ଡିଂଙ୍କୁ ବନ୍ଦ କରାଯାଇଛି । ଜଣେ ଉଠାଦୋକାନୀ ମାର୍କେଟ୍ ବିଲ୍ଡିଂରେ ଥିବା ଆଉ ଜଣେ ଦୋକାନୀଙ୍କୁ ଧମକ ଦେଇଥିଲେ । ଯାହା ଫଳରେ ମାର୍କେଟ ବିଲ୍ଡିଂ ପରିସରରେ!-->…
