ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ୍ ହେଲେ ସଂପୃକ୍ତ ସେଣ୍ଟର ଦାୟିତ୍ଵରେ ଥିବା ଅଧିକାରୀଙ୍କ ପ୍ରତି କାର୍ୟ୍ୟାନୁଷ୍ଠାନ ହେବ
ଭୁବନେଶ୍ୱର() ଏଥର ମ୍ୟାଟ୍ରିକ୍ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ୍ ହେଲେ ହେବ କଠୋର କାର୍ୟ୍ୟାନୁଷ୍ଠାନ। ସଂପୃକ୍ତ ସେଣ୍ଟର ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହି ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ।
ମନ୍ତ୍ରୀ…
