Odia News Portal
Browsing Tag

matric exam date in odisha

ମାଟ୍ରିକ ଓ ଯୁକ୍ତ୨ ପରୀକ୍ଷା ତାରିଖରେ ହେବନାହିଁ ପରିବର୍ତ୍ତନ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଘୁଞ୍ଚିବ ନାହିଁ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ । ଆଜି ସ୍କୁଲ୍ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସ୍ପଷ୍ଟ ସୂଚନା ପ୍ରଦାନ କରିଛନ୍ତି ।ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛତ୍ରୀଙ୍କ ପାଇଁ ଧାର୍ଯ୍ୟ…

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ସୂଚୀ

ଭୁବନେଶ୍ୱର: ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ସୂଚୀ | ମେ ୩ରୁ ମେ ୧୫ ପର୍ଯ୍ୟନ୍ତ ପରୀକ୍ଷା ହେବ | ତେବେ ପରୀକ୍ଷା ସକାଳ ୮ରୁ ଆରମ୍ଭ ହୋଇ ଦିନ ୧୦ ପର୍ଯ୍ୟନ୍ତ ଚାଲିବ| ମେ ୩ ତାରିଖ ପ୍ରଥମ ଦିନ ମାତୃଭାଷା ଓଡ଼ିଆ ପରୀକ୍ଷା | ମେ ୫ରେ ଦ୍ୱିତୀୟ ଭାଷା ଇଂଲିଶ , ୭ରେ ତୃତୀୟ ଭାଷା…

ମାଟ୍ରିକ ପରୀକ୍ଷା ଫି’ ଛାଡ଼ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଦଶମ ପରୀକ୍ଷା ଫି’ ଛାଡ଼ କଲେ ମୁଖ୍ୟମନ୍ତ୍ରୀଙ୍କୁ । ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ହେବାକୁ ଥିବା ମାଟ୍ରିକ ପରୀକ୍ଷା ନିମନ୍ତେ ପିଲାମାନଙ୍କ ପରୀକ୍ଷା ଫିସ୍‌ ଛାଡ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ୮୦ ମାର୍କ

ଭୁବନେଶ୍ୱର : ଚଳିତ ମାସ ୮ ତାରିଖରୁ ଦଶମ ଶ୍ରେଣୀ ପିଲାଙ୍କ ପାଇଁ ସ୍କୁଲ୍ ଖୋଲିବ । ଆଉ ମେ’ ୩ ତାରିଖରେ ହେବ ମାଟ୍ରିକ ପରୀକ୍ଷା। କିନ୍ତୁ ଏଥର ପ୍ରତି ବିଷୟରେ ୮୦ ମାର୍କର ପରୀକ୍ଷା ହେବ। ସେ କହିଛନ୍ତି, ପ୍ରତି ବିଷୟରେ ୮୦ ମାର୍କର ହେବ ମାଟ୍ରିକ ପରୀକ୍ଷା । ୫୦ ମାର୍କର ଓଏମଆର ଅବଜେକ୍ଟିଭ…

ସ୍କୁଲ ଖୋଲିବା ପାଇଁ ଗାଇଡ଼ଲାଇନ

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୮ ତାରିଖରୁ ରାଜ୍ୟରେ ଖୋଲିବ ସ୍କୁଲ। ପ୍ରାୟ ୯ ମାସ ଧରି ବନ୍ଦ ରହିବା ପରେ ପିଲା ସ୍କୁଲ ଯିବେ। ସ୍କୁଲ ଖୋଲିବା ନେଇ ଗାଇଡଲାଇନ ଜାରି କରିଛନ୍ତି ରାଜ୍ୟ ସରକାର। ସେ ନେଇ ରାଜ୍ୟ ସରକାର ମାର୍ଗଦର୍ଶିକା ଜାରି କରିଛନ୍ତି | ମାର୍ଗଦର୍ଶିକା ଅନୁଯାୟୀ ରାଜ୍ୟରେ…

ମେ ୩ରୁ ମ୍ୟାଟ୍ରିକ୍‌ ଓ ୧୫ରୁ ଯୁକ୍ତ ଦୁଇ ପରୀକ୍ଷା

ଭୁବନେଶ୍ୱର : କରୋନା କଟକଣା ପାଇଁ ବନ୍ଦ ହୋଇଥିବା ସ୍କୁଲ ଖୋଲିବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ଜାନୁଆରୀ ୮ତାରିଖରୁ ଖୋଲିବା ସ୍କୁଲ | ସେହିଭଳି ମେ ୩ରୁ ମ୍ୟାଟ୍ରିକ୍‌ ଓ ମେ’ ୧୫ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ହେବ। ଏନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। କୋଭିଡ୍‌…