Odia News Portal
Browsing Tag

Mayank Agarwal

ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ ସିରିଜ୍ ଓଭର ଆରମ୍ଭରୁ ଭାରତକୁ ଜୋରଦାର ଝଟକା

ଆଜିଠାରୁ ଭାରତ-ଅଷ୍ଟ୍ରେଲିଆ ଟେଷ୍ଟ ସିରିଜ୍ ଆରମ୍ଭ ହୋଇଯାଇଛି। ଆଡିଲେଡ୍‌ରେ ପିଙ୍କ୍ ବଲରେ ଖେଳାଯାଉଛି ଆଜିର ପ୍ରଥମ ମ୍ୟାଚ୍ । ମ୍ୟାଚ୍ ପୂର୍ବରୁ ଟସ୍ ଜିତିଛି ଭାରତ । ଭାରତୀୟ ଅଧିନାୟକ ବିରାଟ କୋହଲି ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିବା ବେଳେ ପ୍ରଥମ ଓଭରରେ ଭାରତକୁ ଲାଗିଛି ଜୋରଦାର…

ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଡେ’ ନାଇଟ ଟେଷ୍ଟ ପାଇଁ ଦଳ ଘୋଷଣା

କାଲି ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ ପ୍ରଥମ ଡେ’ ନାଇଟ ଟେଷ୍ଟ । ଏହି ଡେ’ ନାଇଟ ଟେଷ୍ଟ ପାଇଁ ଟିମ ଇଣ୍ଡିଆର ୧୧ ଜଣିଆ ଦଳ ଘୋଷଣା ହୋଇସାରିଛି । ପ୍ରଥମ ଦିନିକିଆ ମ୍ୟାଚ ପାଇଁ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ତାଙ୍କ ଦଳ ଅଷ୍ଟ୍ରେଲିଆ କ୍ରିକେଟରଙ୍କୁ ପିଙ୍କ୍ ବଲ ଚ୍ୟାଲେଞ୍ଜ ଦେବେ ।…