Odia News Portal
Browsing Tag

mayurbhanj district

ରହସ୍ୟ ଘେରରେ ଝରାଫୁଲଙ୍କ ମୃତ୍ୟୁ

ଯାଜପୁର: ରାସ୍ତା କଡ଼ରୁ ମିଳିଲା ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଛାତ୍ରୀଙ୍କ ମୃତଦେହ | ରାଜଧାନୀର ଛାତ୍ରୀଙ୍କୁ ହତ୍ୟାକରି ଯାଜପୁର ଜିଲ୍ଲାରେ ଫିଙ୍ଗିଲେ ଦୁଇ ଯୁବକ। ଆଜି ଏହିପରି ଏକ ଲୋମହର୍ଷକ ଘଟଣା ଯାଜପୁର ଜିଲ୍ଲାରୁ ଆସିଛି। ଯାହା ସିସିଟିଭିରେ କଏଦ ହୋଇଛି। ସିସିଟିଭି ଫୁଟେଜ୍‌ରେ ଦୁଇ…

ବିଧାୟିକାଙ୍କୁ ଚଲାଇ ଚଲାଇ ନେଲେ ଲୋକେ

ମୟୁରଭଞ୍ଜ: କରଞ୍ଜିଆ ବିଧାୟିକା ବାସନ୍ତି ହେମ୍ବ୍ରମଙ୍କୁ ରାସ୍ତାରେ ଚଲାଇ ଚଲାଇ ନେଲେ ଲୋକେ । ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ହାତୀ ଉପଦ୍ରବକୁ ନେଇ ରାସ୍ତାରୋକ କରିଥିଲେ ଗ୍ରାମବାସୀ । ଦୁଧିଆଣି ରେଞ୍ଜ ଅଫିସ ଘେରାଉ କରିବା ସହ ୨୨୦ ନମ୍ବର ଜାତୀୟ ରାଜପଥ ଅବରୋଧ କରିଥିଲେ ।…

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା

ଗୁଣିଗାରେଡ଼ି ସନ୍ଦେହରେ ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା । ଏଭଳି ଘଟଣା ଘଟିଛି ମୟୁରଭଞ୍ଜ ଜିଲ୍ଲା ଶରତ ଥାନା ଶାରୀଶୁଆ ଗ୍ରାମରେ। ସେହି ଗ୍ରାମର ଖଇରୀ ମହାନ୍ତ ନାମକ ଜଣେ ମହିଳାଙ୍କୁ ଗୁଣିଗାରେଡି ସନ୍ଦେହରେ ଏକ ଧାରୁଆ ଅସ୍ତ୍ରରେ ନିର୍ମମ ଭାବରେ ତଣ୍ଟିକୁ କାଟି ହତ୍ୟା କରାଯାଇଛି। ଘଟଣା…