Odia News Portal
Browsing Tag

MiG-21 fighter aircraft crashes

ବାୟୁସେନାର ଯୁଦ୍ଧ ବିମାନ ମିଗ-୨୧ ଦୁର୍ଘଟଣାଗ୍ରସ୍ତ

ପଞ୍ଜାବ: ବାୟୁସେନାର ଲଢୁଆ ବିମାନ ମିଗ-୨୧ ଦୁର୍ଘଟଣାଗ୍ରସ୍ତ । ଗତକାଲି ବିଳମ୍ବିତ ରାତି ପ୍ରାୟ ଗୋଟାଏ ବେଳେ ବାୟୁସେନାର ଯୁଦ୍ଧ ବିମାନ ମିଗ-୨୧ ଦୁର୍ଘଟଣାଗ୍ରସ୍ତ ହୋଇଛି । ସୂଚନା ଅନୁସାରେ, ଟ୍ରେନିଂ ବେଳେ ପାଇଲଟ୍ ଅଭିନବ ରାଜସ୍ଥାନର ସୁରତଗଡ଼ରୁ ମିଗ୍-୨୧ର ଉଡ଼ାଣ ଭରିଥଲେ । ଯାହାପରେ