ବିଜେଡି ନେତ୍ରୀଙ୍କ ମୃତ୍ୟୁ
ବ୍ରହ୍ମପୁର () ବ୍ରହ୍ମପୁର ଏସ୍ପି ଅଫିସ୍ ସାମ୍ନାରେ ଆତ୍ମହତ୍ୟା ଉଦ୍ୟମ କରିଥିବା ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କର ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ଘଟିଛି ।
ସୂଚନା ଅନୁସାରେ, ଗତ ୧୨ ତାରିଖରେ ବ୍ରହ୍ମପୁର ଏସପିଙ୍କ ଅଫିସ ସାମ୍ନାରେ ନିଜ ଦେହରେ କିରାସିନି ଢାଳି…