Odia News Portal
Browsing Tag

Minister Arun Sahoo

ଅଫିସରଙ୍କୁ ମନ୍ତ୍ରୀ ଅରୁଣ ସାହୁଙ୍କ କଡ଼ା ତାଗିଦ୍

ନୟାଗଡ଼: ଅଫିସରଙ୍କୁ ମନ୍ତ୍ରୀଙ୍କ କଡ଼ା ତାଗିଦ୍।ଯଦି କାମ କରିବ ତା ହେଲେ କର, ଯଦି ନ କରିବା କଥା ତା ହେଲେ ବାହାର । ଯେଉଁ ଅଫିସରମାନେ କାମରେ ଅବହେଳା କରୁଛନ୍ତି , ମୋ ସରକାର କାର୍ଯ୍ୟକ୍ରମରେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଉଛି । ତେଣୁ ଯିଏ କାମ ନ କରିବ ତା ବିରୁଦ୍ଧରେ…

ଫେବ୍ରୁଆରୀ ୧୦ରୁ ଆରମ୍ଭ ପିଜି କ୍ଲାସ୍

ଭୁବନେଶ୍ୱର: ଫେବ୍ରୁଆରୀ ୧୦ରୁ ଆରମ୍ଭ ହେବ ପିଜି କ୍ଲାସ୍। ପିଜି କ୍ଲାସ୍ ଆରମ୍ଭ ହେବା ନେଇ ସୂଚନା ପ୍ରଦାନ କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ। ୧୦ରୁ କ୍ଲାସ ଆରମ୍ଭ ହେବାକୁ ଥିବାରୁ ୮ରେ ଖୋଲାଯିବ ହଷ୍ଟେଲ | ସେହିଭଳି ପ୍ରି-ଫାଇନାଲ ଇୟର କ୍ଲାସ ମଧ୍ୟ ଫେବୃଆରୀ ୧୦ରୁ ଆରମ୍ଭ ହେବ |…

ପରୀ ମୃତ୍ୟୁ ମାମଲାରେ ମୁହଁ ଖୋଲିଛନ୍ତି ମନ୍ତ୍ରୀ ଅରୁଣ ସାହୁ

ପରୀ ମୃତ୍ୟୁ ମାମଲାକୁ ନେଇ ମୁହଁ ଖୋଲିଛନ୍ତି ମନ୍ତ୍ରୀ ଅରୁଣ ସାହୁ । ଆଜି ଗଣମାଧ୍ୟମ ସମ୍ମୁଖରେ ମନ୍ତ୍ରୀ ଅରୁଣ ସାହୁ କହିଛନ୍ତି,ପରୀ ଗୋଟିଏ ଛୋଟ ଝିଅ, ତେଣୁ ଏହି ଘଟଣାକୁ ନେଇ ରାଜନୀତି ନକରାଯାଉ । ଭଗବାନ କରନ୍ତୁ ପରୀକୁ ନ୍ୟାୟ ମିଳୁ ଓ ହତ୍ୟାକାରୀକୁ ଉଚିତ ଦଣ୍ଡ ମିଳୁ । ତେବେ…

ପରୀ ହତ୍ୟା ଘଟଣାର ଖୁଲାସା ପରେ ଏସଆଇଟି ମୁଖ୍ୟଙ୍କ ଉପରେ ବର୍ଷିଛି ବିଜେପି

ନୟାଗଡ ପରୀ ହତ୍ୟା ଘଟଣାର ଆଜି ଖୁଲାସା କରିଛନ୍ତି ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା। ସାମ୍ବାଦିକ ସମ୍ମିଳନୀ କରି ପୁରା ଘଟଣାର ତଥ୍ୟ ପ୍ରଦାନ କରିଥିଲେ ଏସଆଇଟି ମୁଖ୍ୟ | ତେବେ ଏନେଇ ଅରୁଣ ବୋଥ୍ରାଙ୍କ ଉପରେ ବର୍ଷିଛି ବିଜେପି। ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ତାଙ୍କୁ କଡା ସମାଲୋଚନା କରିବା…