ବସ୍ ଭିତରେ ଦୁଷ୍କର୍ମର
ପୁରୀ() ପୁରୀରେ ଜଣେ ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି । ଶରଧାବାଲିରେ ପୀଡିତା ନାବାଳିକା କାନ୍ଦୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ। କୁମ୍ଭାରପଡା ପୋଲିସ ପୀଡିତାକୁ ଉଦ୍ଧାର କରିବା ସହ ପୀଡିତାର ଅଭିଯୋଗ କ୍ରମେ ପୁରୀ ବସଷ୍ଟାଣ୍ଡରେ ଥିବା ବସରୁ…
