ବିବାହିତା ମହିଳାଙ୍କୁ ଅଶୋଭନୀୟ ବ୍ୟବହାର କରିଥିବା ଅଭିଯୋଗରେ ଯୁବକ ଗିରଫ
					ଗଜପତି: ଗଜପତି ଜିଲ୍ଲା ଅଡ଼ବା ଥାନା ଅନ୍ତର୍ଗତ ରାଇପଙ୍କା ପଞ୍ଚାୟତର ଗୁଡୁରିପଙ୍କା ଗ୍ରାମର ହେମନ୍ତ ବେହେରା(୪୦) ଗ୍ରାମରେ ଜଣେ ବିବାହିତ ମହିଳା ଗାଧେଇବାକୁ ଯାଉଥିବାବାବେଳେ ତାଙ୍କୁ ଏକୁଟିଆ ଦେଖି ଅଶୋଭନୀୟ ବ୍ୟବହାର ପ୍ରଦର୍ଶନ କରିଥିଲେ। ଯାହାଫଳରେ ମହିଳା ଜଣକ ନିଜ ସ୍ୱାମୀଙ୍କୁ ଏ!-->…				
						
						
			