ମିଶନ ଶକ୍ତି ମହିଳାଙ୍କୁ ଦେଇଛି ସ୍ୱତନ୍ତ୍ର ପରିଚୟ :ନବୀନ
ବଲାଙ୍ଗୀର ଜିଲ୍ଲା ପଥରଚେପା ଠାରେ ଆୟୋଜିତ ମିଶନ ଶକ୍ତି ସମାବେଶରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୪୦ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଦ୍ୱିତୀୟ ଥର ପାଇଁ ବଲାଙ୍ଗୀର ଗସ୍ତ କରିଛନ୍ତି । ମହାସମାବେଶରେ ମିଶନ ଶକ୍ତି ମା ମାନଙ୍କୁ ସମ୍ବୋଧିତ କରିଛନ୍ତି ନବୀନ । ମିଶନ ଶକ୍ତି ଗୃହର…