Odia News Portal
Browsing Tag

MLA Prakash Behera quits Congress

ହାତ ଛାଡିଲେ ସାଲେପୁର ବିଧାୟକ ପ୍ରକାଶ ବେହେର

ଶେଷରେ ହାତ ଛାଡ଼ିଲେ ସାଲେପୁର ବିଧାୟକ ପ୍ରକାଶ ବେହେରା। ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ ପ୍ରକାଶ। କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କ ନିକଟକୁ ସେ ନିଜର ଇସ୍ତଫା ପତ୍ର ପଠାଇ ଦେଇଛନ୍ତି। ତାଙ୍କୁ ଦଳରେ ଅଣଦେଖା କରାଯାଉଥିବା ନେଇ ସେ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ୨୦୧୪…