Odia News Portal
Browsing Tag

mo bidyut

‘ମୋ ବିଦ୍ୟୁତ୍‌’ ଆପ୍‌ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର() ଜନସାଧାରଣଙ୍କ ସୁବିଧା ନିମନ୍ତେ ସୋମବାର ସନ୍ଧ୍ୟାରେ “ମୋ ବିଦ୍ୟୁତ୍”‌ ଆପ୍‌ର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଣିକି ଅନ୍‌ଲାଇନ୍‌ ଆପ୍‌ ମାଧ୍ୟମରେ ଜନସାଧାରଣ ବିଦ୍ୟୁତ୍‌ ବିଲ୍‌ ପୈଠ କରି ପାରିବେ। ଗ୍ରାହକମାନେ ଅନ୍‌ଲାଇନ୍‌ରେ ବିଦ୍ୟୁତ୍‌ ଦେୟ ଦେଲେ…