Odia News Portal
Browsing Tag

mo sarkar

ଅଫିସରଙ୍କୁ ମନ୍ତ୍ରୀ ଅରୁଣ ସାହୁଙ୍କ କଡ଼ା ତାଗିଦ୍

ନୟାଗଡ଼: ଅଫିସରଙ୍କୁ ମନ୍ତ୍ରୀଙ୍କ କଡ଼ା ତାଗିଦ୍।ଯଦି କାମ କରିବ ତା ହେଲେ କର, ଯଦି ନ କରିବା କଥା ତା ହେଲେ ବାହାର । ଯେଉଁ ଅଫିସରମାନେ କାମରେ ଅବହେଳା କରୁଛନ୍ତି , ମୋ ସରକାର କାର୍ଯ୍ୟକ୍ରମରେ ସେମାନଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଉଛି । ତେଣୁ ଯିଏ କାମ ନ କରିବ ତା ବିରୁଦ୍ଧରେ…

ମୋ ସରକାରରେ କୋଭିଡ୍‌ ପରିଚାଳନା

ଭୁବନେଶ୍ବର () ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ୍‌ ମୁକାବିଲା କାର୍ଯ୍ୟକ୍ରମ ସମ୍ପର୍କରେ ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଛନ୍ତି । କୋଭିଡ୍‌ ପରିଚାଳନାକୁ ଅଧିକ ଉତ୍ତରଦାୟୀ କରିବା ପାଇଁ ଏହାକୁ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ…

ମୋ ସରକାରରେ ସାମିଲ ହେଲା ଆଉ ୫ ବିଭାଗ

ଭୁବନେଶ୍ୱର() ମୋ ସରକାରରେ ସାମିଲ ହେଲା ଆଉ ୫ ବିଭାଗ ।  ବିଦ୍ୟାଳୟ ଓ ଗଣଶିକ୍ଷା, ଗ୍ରାମ୍ୟ ଉନ୍ନୟନ, ଶକ୍ତି, ଉଚ୍ଚଶିକ୍ଷା ଏବଂ ବିଜ୍ଞାନ ଓ କାରୀଗରି ବିଭାଗ। ଏହି ୫ଟି ବିଭାଗ ସହ ମୋଟ୍ ୨୭ଟି ବିଭାଗ ଏବେ ‘ମୋ ସରକାର’ରେ ସାମିଲ୍ ହୋଇଛି। ଆଜି ଲୋକସେବା ଭବନରେ ଆୟୋଜିତ ଏକ…

ସରକାରୀ ସଂସ୍ଥାଗୁଡ଼ିକ ଅଧିକ ଦକ୍ଷ ଓ କି୍ରୟାଶୀଳ କରିବା ପାଇଁ “ମୋ ସରକାର’ଏକ ଗୁରୁତ୍ୱପୂର୍ଣ୍ଣ ଉଦ୍ୟମ

ଭୁବନେଶ୍ୱର()  ରାଜ୍ୟର କୃଷକମାନଙ୍କର ଆୟ ବୃଦ୍ଧିରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ପରିପ୍ରେକ୍ଷୀରେ ବିଭାଗକୁ ତ୍ରୁଟିଶୂନ୍ୟ ଏବଂ ଏକ ପ୍ରଗତିଶୀଳ ବିଭାଗରେ ପରିବର୍ତ୍ତନ କରିବାକୁ ପଡ଼ିବ । ବିଗତ ଦୁଇଦଶନ୍ଧି ମଧ୍ୟରେ ରାଜ୍ୟରେ ମାଛ,…

ମୋ ସରକାରରେ ମିଶିଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ

ଭୁବନେଶ୍ୱର() ମୋ ସରକାରରେ ମିଶିଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଧିବଦ୍ଧ ଭାବେ ମୋ’ ସରକାରରେ ସାମିଲ ହୋଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ।ଏହି ଅବସରରେ ବିଭାଗୀୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜାତୀୟ ଡିଫେନ୍ସ ପ୍ରତିନିଧି ଦଳ

ଭୁବନେଶ୍ୱର() ଆଜି ଏଠାରେ ମୁଖମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ନ୍ୟାସନାଲ ଡିଫେନ୍ସ କଲେଜର ପ୍ରତିନିଧି ଦଳ । ରାଜ୍ୟର ସମାଜିକ ଓ ରାଜନୈତିକ ବାତାବରଣ, ଶାସନ ବ୍ୟବସ୍ଥା ଓ ରାଜ୍ୟର ସର୍ବାଙ୍ଗୀନ ବିକାଶ ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ଏୟାର ମାର୍ଶାଲ ବି.ଭି ଉପାଧ୍ୟାୟଙ୍କ…

ମୋ ସରକାରରେ ସାମିଲ ହେଲା ଅନୁସୂଚିତ ଜାତି ଓ ଜନଜାତି ବିଭାଗ

ଭୁବନେଶ୍ୱର() ମୋ ସରକାରରେ ସାମିଲ ହେଲା ଅନୁସୂଚିତ ଜାତି ଓ ଜନଜାତି ବିଭାଗ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ମୋ ସରକାରରେ ସାମିଲ ହେଲା ଅନୁସୂଚିତ ଜାତି ଓ ଜନଜାତି ବିଭାଗ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବିକ ମିଶନର ଲୋକାର୍ପଣ କରିଥିଲେ । କାର୍ୟ୍ୟକ୍ରମ ପରେ…

ଲୋକଙ୍କ ସହ କଥା ହୋଇ ମତାମତ ଲୋଡିଲେ

ଭୁବନେଶ୍ବର () ପ୍ରଶାସନିକ ବ୍ୟବସ୍ଥାରେ ଏକ ଗୁରୁତ୍ବପୂର୍ଣ୍ଣ ଓ ବ୍ୟାପକ ପରିବର୍ତ୍ତନର ବାର୍ତ୍ତାବହ ହୋଇଥିବା ବହୁ ପ୍ରତୀକ୍ଷିତ ମୋ ସରକାର କାର୍ଯ୍ୟକ୍ରମ ଆଜିଠାରୁ ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରୁ 8 ଜଣ ଲୋକଙ୍କ ସହ ଫୋନ ଯୋଗେ ସିଧାସଳଖ କଥା ହୋଇ ଥାନା ଓ…

ଗାନ୍ଧୀ ଜୟନ୍ତୀରେ ଶୁଭାରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ

ଭୁବନେଶ୍ୱର()  ଆସନ୍ତାକାଲିଠୁ ସହିଦ ନଗରଥାନାରୁ ‘ମୋ ସରକାର’ର କାର୍ୟ୍ୟକ୍ରମର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । । କାଲି ନବୀନ ସହିଦ ନଗର ଥାନା ଏବଂ କ୍ୟାପିଟାଲ ହସ୍ପିଟାଲରରୁ ହିଁ ଅଭିଯୋଗକାରୀ ଓ ରୋଗୀଙ୍କ ସହ ଫୋନରେ କଥା ହେବେ ।ଆଉ ସେମାନଙ୍କ ଠାରୁ ଥାନା ଓ ଡାକ୍ତରଖାନା…