Odia News Portal
Browsing Tag

mobile network service off

ଶାନ୍ତି ନଫେରିବା ଯାଏ ୧୪୪ ଧାରା ଜାରି ରହିବ

କେନ୍ଦୁଝରରେ ଇଣ୍ଟରନେଟ ସେବା ବନ୍ଦ । ଯୋଡାରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ଘଟଣା ପରେ କାଲି ରାତି ୧୨ଟାରୁ ଜିଲ୍ଲାର ସମସ୍ତ ଇଣ୍ଟରନେଟ ସେବା ବନ୍ଦ ରହିଛି । ସମଗ୍ର କେନ୍ଦୁଝର ଜିଲ୍ଲାରେ ଇଣ୍ଟରନେଟ ସେବା ବନ୍ଦ ରହିଛି । ଅଧିକ ଉତ୍ତେଜନା ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି ।