ଓଡ଼ିଶା ସୀମାରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା: ମୋଡେମ୍ ବାଲକ୍ରିଷ୍ଣା ନିପାତ
ସୁରକ୍ଷା ବାହିନୀର ଯବାନମାନେ ଓଡ଼ିଶା-ଛତିଶଗଡ଼ ସୀମାରେ ଏକ ବଡ଼ଧରଣର ଏନ୍କାଉଣ୍ଟର କରିଛନ୍ତି। ନୂଆପଡ଼ା ଜିଲ୍ଲା ସୀମାନ୍ତ ମହାସମୁନ୍ଦ ଜିଲ୍ଲା ଗରିଆବନ୍ଧ ଜଙ୍ଗଲରେ ଯବାନ ନମାନେ ମୋଡେମ୍ ବାଲକ୍ରୀଷ୍ଣାକୁ ନିପାତ କରିଛନ୍ତି। ସୁରକ୍ଷା ବାହିନୀର ଏହି ଅପରସେନରେ STF ଯବାନ ନିୟୋଜିତ ଅଛନ୍ତି। …