Odia News Portal
Browsing Tag

modi

ପଶ୍ଚିମବଙ୍ଗକୁ ଯାଉଥିବା ସରକାରୀ ଟଙ୍କା ଟିଏମସି କର୍ମୀଙ୍କ ପାଇଁ ଖର୍ଚ୍ଚ ହେଉଛି : ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର କୋଲକାତା ଗସ୍ତ କରି ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ। ଏହି ସଭାରେ ଭାଷଣ ଦେବା ସମୟରେ ତୃଣମୂଳ କଂଗ୍ରେସ (ଟିଏମସି) ଏବଂ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଥିଲେ। ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ…

ଯୁଦ୍ଧ ରୋକିବ ଭାରତ

ରୁଷ୍‌ ଓ ୟୁକ୍ରେନ୍‌ ମଧ୍ୟରେ ଏବେ ବି ଜାରି ରହିଛି ଘମାଘୋଟ ଲଢ଼େଇ। ସବୁ ଚେଷ୍ଟା ପରେ ବି ଏହି ଯୁଦ୍ଧ ବନ୍ଦ ହେଉ ନାହିଁ। ଏବେ ପ୍ରଧାନମନ୍ତ୍ରୀ ମୋଦି ଏହି ଦୁଇ ଦେଶ ମଧ୍ୟରେ ଯୁଦ୍ଧ ରୋକିବାକୁ ନେଇ ଉଭୟ ଦେଶର ରାଷ୍ଟ୍ରପତିଙ୍କ ସହ ଫୋନ୍‌ରେ କଥା ବାର୍ତ୍ତା ହେବେ। ରିପୋର୍ଟ ମୁତାବକ, ପିଏମ୍‌

୬ ଘଣ୍ଟା ପାଇଁ ବନ୍ଦ ରହିବ ଯୁଦ୍ଧ, ମୁକୁଳିବେ ଭାରତୀୟ ଛାତ୍ର

ଭାରତୀୟ ଲୋକଙ୍କ ପାଇଁ ଆଶ୍ୱସ୍ତି ଖବର । ଖାରକିଭ୍‌ରେ ଫସି ରହିଥିବା ଭାରତୀୟ ଛାତ୍ରଙ୍କୁ ସୁରକ୍ଷିତ ଉଦ୍ଧାର ପାଇଁ ରୁଷ ୬ ଘଣ୍ଟା ପାଇଁ ଯୁଦ୍ଧ ବନ୍ଦ କରିବାକୁ ପ୍ରସ୍ତୁତ ହେଉଛି । ଖାରକିଭରୁ ସେମାନଙ୍କୁ ଉଦ୍ଧାର କରାଯାଇ ୟୁକ୍ରେନର ଆଖାପାଖ ଦେଶରେ ସୁରକ୍ଷିତରେ ରଖାଯିବ ।ବୁଧବାର ରାତିରେ

ବାରଣାସୀ ଯିବେ ମୋଦୀ

ଡିସେମ୍ବର ୧୩ ଓ ୧୪ ରେ ବାରଣାସୀ ଗସ୍ତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏହାପର୍ବରୁ ବିଜେପି ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଇଛି । ଏହି ଦୁଇ ଦିନ ଦେଶର ବିଭିନ୍ନ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ øା ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ । ଆସନ୍ତା ୧୩ ତାରିଖରେ

ବାତ୍ୟା ମୁକାବିଲା ପାଇଁ ମୋଦିଙ୍କ ସମୀକ୍ଷା

ଘନାଉଛି ବାତ୍ୟା ବିପଦ । ଓଡିଶା ଓ ଆନ୍ଦ୍ର ମୁହାଁ ବାତ୍ୟା ଜୱାଦ । ସମ୍ଭାବ୍ୟ ଘୁର୍ଣ୍ଣିଝଗକୁ ନେଇ ଏବେ ଠାରୁ ଅଶାନ୍ତ ହେଲାଣି ସମୁଦ୍ର । ଜୱାଦ ପାଇଁ ଉଭୟ ଓଡିଶା ଓ ଆନ୍ଦ୍ରପ୍ରଦେଶକୁ ୱାର୍ଣ୍ଣି ଜାରି କରାଯାଇଥିବା ବେଳେ ଏହି ପ୍ରସଙ୍ଗକୁ ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର

ସମ୍ବିଧାନ ଦିବସରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

ସ୍ୱାଧିକାର ନ୍ୟୁଜ : ସମ୍ବିଧାନ ଦିବସରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସଂସଦ ଭବନରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ମୋଦି କହିଛନ୍ତି, ରାଜନୀତିରେ ପରିବାରବାଦ ଦେଶ ପାଇଁ ଚିନ୍ତାର କାରଣ । ପାରିବାରିକ ଦଳର କାରଣ ଏହା ନୁହେଁ କି,

ୟୁପିକୁ ମୋଦୀଙ୍କ ବଡ ଉପହାର

ଦେଶର ସବୁଠୁ ବଡ଼ ବିମାନ ବନ୍ଦରର ହେଲା ଶିଳାନ୍ୟାସ । ଉତ୍ତରପ୍ରଦେଶ ଗୌତମବୁଦ୍ଧ ନଗର ଜେୱରରେ ନୋଏଡା ଅନ୍ତରାଷ୍ଟ୍ରୀୟ ଏୟାରପୋର୍ଟର ଶିଳାନ୍ୟାସ କରିଛନ୍ତି ପ୍ରଧାନମନ୍ତ୍ରୀ । ୨୦୨୪ ସୁଦ୍ଧା ଏହି ବିମାନ ବନ୍ଦର କାମ ସଂପୂର୍ଣ୍ଣ କରିବାକୁ ଲକ୍ଷ୍ୟ ରଖାଯାଇଛି । ପ୍ରଥମ ପର୍ଯ୍ୟାୟରେ ୧୦ ହଜାର ୫୦

ବଡ ଆନ୍ଦୋଳନ ପାଇଁ ସଜବାଜ

କୃଷି ଆଇନ ରଦ୍ଦ ବିଲକୁ କ୍ୟାବିନେଟର ମଞ୍ଜୁର ପରେ ବି, ଚାଷୀ ସଂଗଠନ ଶାନ୍ତ ପଡି ନାହାଁନ୍ତି । ଏବଂ ବଡ ଆନ୍ଦୋଳନ ପାଇଁ ସଜବାଜ ହେଉଛନ୍ତି । କାଲି କୃଷକ ଆନ୍ଦୋଳନକୁ ବର୍ଷେ ପୁରୁଥିବାରୁ ଏମଏସପି ଗ୍ୟାରେଂଟି ଓ ଅନ୍ୟାନ୍ୟ ଦାବିରେ ଆନ୍ଦୋଳନ କରିବାକୁ ଘୋଷଣା କରିଛି ସଂଯୁକ୍ତ କିଷାନ ମୋର୍ଚ୍ଚା

କୃଷକଙ୍କୁ ସମ୍ବୋଧନ କଲେ ମୋଦୀ

ଦେଶର କୃଷକଙ୍କୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ । ଗତକାଲି କୃଷକଙ୍କ ୧୦ ଘଣ୍ଟିଆ ଭରତ ବନ୍ଦ ପରେ ଆଜି ପ୍ରଧାନମନ୍ତ୍ରୀ ଚାଷୀଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି । ତାଙ୍କ ସରକାର ସବୁବେଳେ କୃଷକଙ୍କ ସହ ଅଛନ୍ତି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଦେଶର କୃଷି ଓ କୃଷକଙ୍କ ଆୟ ବଢାଇବା ପାଇଁ

ଏଲପିଜିରେ ପୁଣି ମିଳିବ ଆଖି ଦୃଶିଆ ସବସିଡ

ଏଲ୍‌ପିଜି ଉପରେ କେନ୍ଦ୍ର ସରକାର ଦେଉଥିବା ସବ୍‌ସିଡି ରାଶି ନଗଣ୍ୟ ସ୍ତରକୁ ଖସିଯିବାରୁ ତାହା ଗୁରୁତ୍ବହୀନ ହୋଇପଡ଼ିଛି । ଏଭଳି ସମୟରେ ଏଲ୍‌ପିଜି ଦାମ୍ ୧୦୦୦ ଟଙ୍କା ପାଖାପାଖି ବୃଦ୍ଧି ପାଇବା ଗ୍ରାହକଙ୍କୁ ଚିନ୍ତାରେ ପକାଇଛି । ନିୟମିତ ବ୍ୟବଧାନରେ ଏଲ୍‌ପିଜି ଦାମ୍ ବୃଦ୍ଧି ପାଇବା ଓ